-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସଂସ୍କାର ସେବକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ* ସମ୍ବର୍ଦ୍ଧିତ ହେଲେ ୪୦ ସଂସ୍କାର ସେବକ*

19-Nov-2021



ପୁରୀ- (ସମୀର ରଞ୍ଜନ ନାୟକ )ସ୍ଵର୍ଗଦ୍ଵାର ସଂସ୍କାର ସେବକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ସ୍ଵର୍ଗଦ୍ଵାର ସେବା କେନ୍ଦ୍ର ଦ୍ବାରା ଆୟୋଜିତ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ପୁରୀ ଶାଖା ସହଯୋଗିତାରେ ସ୍ବର୍ଗଦ୍ବାର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୪୦ ଜଣ ସଂସ୍କାର ସେବକ ମାନଙ୍କୁ ସେମାନଙ୍କ ସେବା ପାଇଁ ପ୍ରଶଂସା ପତ୍ର ସହ ଉପଢ଼ୌକନ ଓ ସଂସ୍କାର ସେବକ ନିଧି ପୁସ୍ତିକା  ପ୍ରଦାନ କରାଯାଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସ୍ଵର୍ଗଦ୍ଵାର ସେବା ସମିତିର ଆବାହକ ସମ୍ପାଦକ ତଥା ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ସଂସ୍କାର ସେବକ ମାନଙ୍କ ସେବାକୁ ପ୍ରଶଂସା କରିବା ସହିତ  ସ୍ଵର୍ଗଦ୍ଵାରକୁ ଅନ୍ତେଷ୍ଠି କ୍ରିୟା ପାଇଁ ଆସୁଥିବା ବ୍ୟକ୍ତବିଶେଷ ମାନଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଷ୍ଟେଟ୍ ବ୍ୟାଙ୍କ୍ ଇଣ୍ଡିଆର ରିଜିଓନାଲ ମ୍ୟାନେଜର ଶ୍ରୀ ଶଙ୍କର୍ଷଣ ମଲିକ ସଂସ୍କାର ସେବକ ମାନେ ଷ୍ଟେଟ୍ ବ୍ୟାଙ୍କରେ ଆକାଉଣ୍ଟ୍ ଖୋଲି  ଥିବାରୁ ଧନ୍ୟବାଦ ଦେବା ସହିତ ଆଗାମୀ ଦିନରେ ସଞ୍ଚୟ ମାଧ୍ୟମରେ ସଂସ୍କାର ସେବକ ଓ ସେମାନଙ୍କ ପରିବାର ଆର୍ଥିକ ସ୍ଥିତି ସୃଦୃଢ଼ ହେବ ବୋଲି ମତବ୍ୟକ୍ତ କରିଥିଲେ ।ଅନ୍ୟତମ ବିଶେଷ ଅତିଥି ଭାବେ ଯୋଗ ଦେଇ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ତିଆର  ଆସିଷ୍ଟାଣ୍ଟ  ମ୍ୟାନେଜର ଆକାଉଣ୍ଟ ଅଡିଟ ଶ୍ରୀ ବଲ୍କେଶ୍ ସିଂ ସ୍ଵର୍ଗଦ୍ଵାରର ସେବା ଏକ ମହତ ସେବା ଏବଂ ଏହି କାର୍ଯ୍ୟକ୍ରମ ସହିତ ଜଡିତ ପ୍ରତ୍ୟେକ ସେବକ ଭାଗ୍ୟବାନ ବୋଲି କହିଥିଲେ। ପ୍ରାରମ୍ଭରେ  ପୁରୀ ଶିଶୁ କଲ୍ୟାଣ କମିଟିର ପୂର୍ବତନ ଅଧ୍ୟକ୍ଷ ତଥା  ସ୍ଵର୍ଗଦ୍ଵାର ସେବା ସମିତିର କାର୍ଯ୍ୟକାରୀ କମିଟି ସଦସ୍ୟ ଶ୍ରୀ ସିଦ୍ଧାର୍ଥ ରାୟ ସ୍ଵାଗତ ଭାଷଣ ଦେଇଥିବା ବେଳେ ଷ୍ଟେଟବ୍ୟାଙ୍କ ଅଫ ଇଣ୍ତିଆ, ପୁରୀ ମୁଖ୍ୟ ଶାଖାର ପ୍ରବନ୍ଧକ ଶ୍ରୀ  ସମ୍ବିତ ପଟ୍ଟନାୟକ ଧନ୍ୟବଦ ଅର୍ପଣ କରିଥିଲେ । ଏହି  ଉତ୍ସବକୁ  ସ୍ଵର୍ଗଦ୍ଵାର ସେବା କେନ୍ଦ୍ରର ମୁଖ୍ୟ ସେବକ ଶ୍ରୀ ସୁଜିତ୍ ମହାନ୍ତି, କନିଷ୍ଠ ସେବକ ଶ୍ରୀ ବ୍ରଜ କିଶୋର ସାହୁ, ଶ୍ରୀ ସନ୍ତୋଷ ମହାନ୍ତି, ଶ୍ରୀ ବିଶ୍ଵନାଥ ହରିଚନ୍ଦନ, ଶ୍ରୀ ରାଜେନ୍ଦ୍ର କୁମାର ଦାସ ପ୍ରମୁଖ ପରିଚାଳନା କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like