-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ୫-ଟି ବିଦ୍ୟାଳୟର ଭିତ୍ତିଭୂମି ଅନୁଧ୍ୟାନ

19-Nov-2021



ପୁରୀ (ସମୀର ରଞ୍ଜନ ନାୟକ )ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର  ଦାସ ବର୍ମା କୃଷ୍ଣପ୍ରସାଦ ବ୍ଲକ ଗ୍ରସ୍ତକରି ଶିକ୍ଷାଦାନ ପାଇଁ ୫-ଟି ଉପକ୍ରମରେ ରୂପାନ୍ତରିତ କୃଷ୍ଣପ୍ରସାଦ ବ୍ଲକ ବଡଝାଡ ପଞ୍ଚାୟତର କମଳେଶ୍ୱର ବିଦ୍ୟାପୀଠ ଓ ସିଆଣ୍ଡି ପଞ୍ଚାୟତର ଓରା ସ୍ଥିତ ସାନସୀମା ସରକାରୀ ଉଚ୍ଚ ବିଦ୍ୟାଳୟ କାର୍ଯ୍ୟର ଅଗ୍ରଗତି ସଂପର୍କରେ ଅନୁଧ୍ୟାନ କରିଛନ୍ତି । ଆସନ୍ତାକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭର୍ଚ୍ୟୁଆଲ ମାଧ୍ୟମରେ ପୁରୀ ଜିଲ୍ଲାର ୬୦ ଗୋଟି ବିଦ୍ୟାଳୟର ୫-ଟି ମାଧ୍ୟମରେ ସ୍କୁଲ ରୁପାନ୍ତିକରଣ କାର୍ଯ୍ୟକ୍ରମର ଲୋକାର୍ପଣ କରିବେ ।

ଆନୁଷ୍ଠାନିକ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ଶ୍ରୀ ଦାସ ବର୍ମା ବିଦ୍ୟାଳୟ ଗୁଡିକୁ ଗ୍ରସ୍ତ କରି ସମସ୍ତ କାର୍ଯ୍ୟର ଅନୁଧ୍ୟାନ କରିବା ସହିତ ବ୍ଲକ ପ୍ରଶାସନ, ଶିକ୍ଷା ଅଧିକାର ଓ ପ୍ରଧାନ ଶିକ୍ଷକ ମାନଙ୍କ ସହିତ ବୈଠକ କରି ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ଆଜିର ଗ୍ରସ୍ତ ସମୟରେ କୃଷ୍ଣପ୍ରସାଦ ବିଡିଓ ଶ୍ରୀ ମନୋଜ କୁମାର ନାୟକ, ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ପ୍ରଭାତି ପ୍ରଧାନ, ସମିତି ସଭ୍ୟ ଶ୍ରୀ ବିଜୟ କୁମାର ତରେଇ, ସରପଞ୍ଚ ଶ୍ରୀ ସତ୍ୟବାନ୍ ତରେଇ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like