-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୌରପରିଷଦ ପକ୍ଷରୁ ୧୦ ଦିନିଆ ଜନସମ୍ପର୍କ ଅଭିଯାନ

29-Sep-2020



ବଲାଙ୍ଗିର,୨୯/୯ -କରୋନା ମହାମାରୀ କ୍ରମଶଃ ଲୋକଙ୍କୁ ଆତଙ୍କିତ କରୁଥିବା ବେଳେ ଏହାକୁ ନେଇ ବଲାଙ୍ଗିର ପୌରାଞ୍ଚଳର ଜନସାଧାରଣ କୌଣସି ରକମର ଗୁଜବ, ଅପପ୍ରଚାର ଓ ଆତଙ୍କରେ ବିଶ୍ୱାସ ନକରି ସଚେତନ ଓ ସୁରକ୍ଷିତ ରହିବା ପାଇଁ ବଲାଙ୍ଗିର ପୌରପରିଷଦ ତରଫରୁ ଗତ ୧୬ ରୁ୨୫ ସେପ୍ଟେମ୍ବର, ୧୦ ଦିନିଆ ଜନସମ୍ପର୍କ ଅଭିଯାନ କରାଯାଇଥିଲା । ବଲାଙ୍ଗିରର ନୁତନ ଜିଲ୍ଲାପାଳ ତଥା ପୌରପରିଷଦର ପ୍ରଶାସକ ଶ୍ରୀ ଚଞ୍ଚଳ ରାଣାଙ୍କ ନିର୍ଦ୍ଦେଶ କ୍ରମେ ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ ଡାକି ପ୍ରତ୍ୟେକ ଦିନ  ଲୋକଙ୍କର ମତାମତ ସଂଗ୍ରହ ସହିତ କରୋନା ମୁକାବିଲାପାଇଁ କଣ ସବୁ କରାଯିବା ଉଚିତ ସେସମ୍ପର୍କରେ ସଚେତନ କରାଯାଉଥିଲା । ବିଭିନ୍ନ ଦିବସରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରି, ପିଡି ଡୁଡା ସୁଦର୍ଶନ ସାଏ, ଉପଜିଲ୍ଲାପାଳ ସୁଧାକର ନାୟକ, କୋଭିଡ ଇନ୍‌ଚାର୍ଜ ଡା. ଗିରିଜା ଶଙ୍କର ଉଦ୍‌ଗାତା, ଡା.ଅନିତା ମିଶ୍ର ଓ ସ୍ୱାସ୍ଥ୍ୟ ବିଭାଗର କର୍ମକର୍ତ୍ତା ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ଦେବାସହ କରୋନା କବଳରୁ କିପରି ନିଜକୁ ରକ୍ଷା କରିପାରିବେ, ସେ ସମ୍ପର୍କରେ କହିଥିଲେ । ଏହି ୧୦ ଦିନିଆ ଜନସମ୍ପର୍କ ଅଭିଯାନରେ ଜିଲ୍ଲା ବଣିକ ସଂଘ, ନାଗରିକ କମିଟି, ବିଙ୍ଗ୍ ହ୍ୟୁମେନ ଫାଉଣ୍ଡେସନ, ମାହେଶ୍ୱରୀ ସଂଗଠନ, ନେସନାଲ ପିସ୍ ୟୁନିସନ, ଶିକ୍ଷକ ଓ ଅଧ୍ୟାପକ ବୃନ୍ଦ, ସଚେତନ ମହିଳା ମଞ୍ଚ, ୱାର୍ଡ ସୁପର ଭାଇଜର, ସ୍ୱଚ୍ଛ ସାଥି, ଜିଲ୍ଲା ସାମ୍ବାଦିକ ସଂଘ, ଜିଲ୍ଲା ଆଇନଜିବୀ ସଂଘ ପ୍ରମୁଖ ବିଭିନ୍ନ ସାମାଜିକ ସାଂସ୍କୃତିିକ ଅନୁଷ୍ଠାନ ଏହି ଜନସମ୍ପର୍କ ଅଭିଯାନରେ ଯୋଗଦେଇ ପୌର ପ୍ରଶାସନ ତରଫରୁ ଯୁକ୍ତି ଯୁକ୍ତ କାର୍ଯ୍ୟକୁ ତୁରନ୍ତ କରାଯିବାପାଇଁ ଅନୁରୋଧ କରିଥିଲେ । ଏହା ସହ ସହରକୁ ସାନିଟାଇଜ କରିବା, ଘରକୁ ଘର ବୁଲି ସର୍ଭେ କରିବା, ରୋଗିମାନଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବା ସମ୍ପର୍କରେ ବିଭିନ୍ନ ମତ ଉପସ୍ଥାପନ କରିଥିଲେ । ପ୍ରତ୍ୟେକ ଦିନର ଆଲୋଚନା କୁ ପୌରନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ ପରିଚାଳନା କରିଥିବା ବେଳେ ପୌରଲୋକ ସୂଚନା ଅଧିକାରୀ ବିଜୟ କୁମାର ତ୍ରିପାଠୀ, ଗୋଷ୍ଠୀ ସଂଗଠିକା ସୁଲକ୍ଷଣୀ ଦାସ ଓ ପୌରକର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like