-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ଅପରାଧ

ଭୁବନେଶ୍ୱର ମ୍ଯାଗନେଟ ଛକ ପିଏନବି ଏଟିଏମ ରୁ ୨୭ ଲକ୍ଷ ୮୪ ହଜାର ଲୁଟ ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ-2 ଲୁଟେରା ଗେଙ୍ଗ ଠାବ

06-Nov-2020



ଭୁବନେଶ୍ୱର ମ୍ଯାଗନେଟ ଛକ ପିଏନବି ଏଟିଏମ ରୁ ୨୭ ଲକ୍ଷ ୮୪ ହଜାର ଲୁଟ ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଭାଇଯାଗ ପୋଲିସ ଏହି ଗ୍ୟାଙ୍ଗକୁ ଠାବ କରିଛି । ୨ ଜଣିଆ ଲୁଟେରା ଗ୍ୟାଙ୍ଗ କୁ ଠାବ କରିଛି ପୋଲିସ । ସେମାନଙ୍କ ନାମ ସମରଜୋଥ ସିଂ ଓ ଜାଫର ସାଦିକ ଏଭି । ଭାଇଜାଗ ରେ ମଧ୍ୟ ଏକ ୯ ଲକ୍ଷ ଟଙ୍କା ବ୍ୟାଙ୍କ ଲୁଟ କରିଥିଲେ । ଅଭିଯୁକ୍ତ ଦ୍ୱୟଙ୍କ ଘର ପଞ୍ଜାବ ଓ କେରଳ ବୋଲି ଜଣାପଡିଛି । ଚୋରି ଟଙ୍କା କୁ ସେମାନେ ବିମାନ ଯୋଗେ ନେଇଯାଇଥିବା ଜଣାପଡିଛି । ରାଜ୍ୟ ବାହାର ଲୁଟେରା ହୋଇଥିବାରୁ ସେମାନଙ୍କୁ ଟ୍ରାଞ୍ଜିଟ ରିମାଣ୍ଡରେ ଅଣାଯିବ । ଏ ନେଇ ପୋଲିସ କମିଶନର ଡଃ ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି । 

ସିସିଟିଭି ଜରିଆରେ ଅପରାଧୀ ଙ୍କୁ ଚିହ୍ନଟ କରାଯାଇଥିଲା । ଭୁବନେଶ୍ୱର ରୁ ଭଡାରେ ସ୍କୁଟି ନେଇ ସେ ଏହି ଅପରାଧ ଘଟାଇଛନ୍ତି । ଅପରାଧୀ ଦ୍ଵୟ ପଟିଆ ନିକଟରେ ଥିବା pabitra royal regency ନାମକ ଏକ ହୋଟେଲ ରେ ଆସି ଗତ ମାସ ୫ ତାରିଖ ରେ ରହିଥିଲେ ।ଏହାପରେ ମଞ୍ଚେଶ୍ୱର ଅଞ୍ଚଳର କେଶବ ମହାରଣା ଙ୍କ ଠାରୁ ଗ୍ୟାସ ସିଲିଣ୍ଡର ଭଡାରେ ଆଣି ଅପରାଧ ର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ । ଏଥିରେ ସଫଳ ହେବାପରେ ୧୧ ତାରିଖ ସକାଳ ୭.୪୦ ରେ indigo ଫ୍ଲାଇଟ ଯୋଗେ ଦିଲ୍ଲୀ ଚାଲିଯାଇଥିଲେ । ପରେ ପୋଲିସ କୁ ଚକମା ଦେବାକୁ ଯାଇ ଚଣ୍ଡୀଗଡ଼, ବାଙ୍ଗାଲୋର ଓ ଶେଷରେ ଭାଇଯାଗ ଚାଲିଯାଇଥିଲେ । ସାରା ଦେଶରେ ସେମାନଙ୍କ ନାମରେ ୬ ଟି ଏଟିଏମ ଲୁଟ ସହ ନିଶା କାରବାର କେସ ରହିଛି । କମିଶନରେଟ ପୋଲିସ ଅଭିଯୁକ୍ତଙ୍କୁ ଟ୍ରାଞ୍ଜିଟ ରିମାଣ୍ଡ ରେ ଆଣିବା ପାଇଁ ଆଜି ଆବେଦନ କରିବ । ରିମାଣ୍ଡ ସମୟରେ ସେମାନଙ୍କ ଅଭିଯୋଗର ଲିଷ୍ଟ ସମୟରେ ଅଧିକ ସୂଚନା ମିଳିପାରିବ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର । ସେହିପରି ଏହି ଆନ୍ତରାଜ୍ୟ ଗ୍ୟାଙ୍ଗ କୁ ଧରିଥିବାରୁ ସ୍ପେଶାଲ ସ୍କ୍ବାର୍ଡ ମୁଖ୍ୟ ଏସିପି ସଂଜୀବ ଶତପଥୀ ଙ୍କୁ ପୋଲିସ ଡିଜି ଶ୍ରୀ ଅଭୟ  ଧନ୍ୟବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like