-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

    ବ୍ଲକସ୍ତରୀୟ ସମୀକ୍ଷା ବୈଠକ   

19-Nov-2021



ବଲାଙ୍ଗିର:(ପ୍ରେରଣା ଖବର)- ବଲାଙ୍ଗିର  ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବ୍ଲକ ଶିକ୍ଷା ଅଧିକାରୀ ରାଘବ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମୌଳିକ ସାକ୍ଷରତା ସମ୍ବନ୍ଧୀୟ ତାଲିମ ଏବଂ ତାହାର ପ୍ରତିକ୍ରିୟା, ପାଠ୍ୟ ଖସଡା ଅନୁଯାୟୀ   ଆବଶ୍ୟକୀୟ ତାଲିମ, ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ପୁନଃ ବିଦ୍ୟାଳୟ ପ୍ରବେଶ, ପ୍ରାଥମିକ ବୃତ୍ତି, ମଧ୍ୟାହ୍ନ ଭୋଜନ, ବେସଲାଇନ ଟେଷ୍ଟ, ସ୍କୁଲ ଜମି ସଂକ୍ରାନ୍ତୀୟ କାଗଜାତ ସମ୍ପର୍କରେ ଆଲୋଚନା ହୋଇଥିଲା । ଇଟିଇଆଇ ର ଶିକ୍ଷକ ପ୍ରଶିକ୍ଷିକା ଡ. ସୁଧାଂଶୁବାଳା ତ୍ରିପାଠୀ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରଶିକ୍ଷଣ ପାଇଁ ସିଆରସିସି ପାଇଁ ପ୍ରଶିକ୍ଷଣ, ବ୍ଲକ ସ୍ତରୀୟ ତଥ୍ୟ ଫର୍ଦ୍ଦ ପ୍ରସ୍ତୁତି, ପିଲାମାନଙ୍କର ଶୈକ୍ଷିକ ସ୍ତରର ମୂଳଦୁଆ,  ବ୍ଲକ ସ୍ତରୀୟ ବିକଳ୍ପ ଶିକ୍ଷାର ମୂଲ୍ୟାଙ୍କନ, ମୌଳିକ ସାକ୍ଷରତାର ବର୍ତମାନର ଜରୁରୀ ଆବଶ୍ୟକତା, ଡିଜିଟାଲ ମାଧ୍ୟମରେ ଗଠନମୂଳକ ପାଠ୍ୟ ତଥ୍ୟ ସଂଗ୍ରହ ଓ ସଂରକ୍ଷଣ, ପରୀକ୍ଷା ପାଇଁ ଆବଶ୍ୟକୀୟ ସାମଗ୍ରୀ ଏବଂ ପରୀକ୍ଷା ପରିଚାଳନା ପଦ୍ଧତି, ପରୀକ୍ଷା ସାମଗ୍ରୀର ଉପଲବ୍ଧତା, ପ୍ରାକ୍ ଶୈଶବ ଯତ୍ନ ଏବଂ ଶିକ୍ଷା ଓ ଏହାର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାବଳୀ ସମ୍ପର୍କରେ ବିବରଣୀ ପ୍ରଦାନ କରିବା ସହ ଆଗାମୀ ଦିନରେ ବଲାଙ୍ଗିର ବ୍ଲକର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ସହ ନୂତନ ଶିକ୍ଷା ନୀତି-୨୦୨୦ ଏବଂ ମୌଳିକା ସାକ୍ଷରତା ଉପରେ ଶିକ୍ଷକଙ୍କୁ ତାଲିମ ଯୋଗେଇବା ପାଇଁ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକର ବିଆରସିସି, ୧୪ ଜଣ ସିଆରସିସିଙ୍କ ସହ ନୀତି ଆୟୋଗର ୩ ଜଣ ସଦସ୍ୟ ଯୋଗ ଦେଇଥିଲେ । ସ୍ୱାଗତ ଭାଷଣ ଏବିଇଓ କୈଳାଶ କୁମ୍ଭାର ଦେଇଥିବା ବେଳେ ଧନ୍ୟବାଦ ଦେଇଥିଲେ  ସିଆରସିସ ଗଣେଷ ପଣ୍ଡା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like