-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ : ଆମ୍ ଆଦମି ପାର୍ଟି ପକ୍ଷରୁ ମହିଳା ମାନଙ୍କୁ ନେଇ ବୈଠକ

19-Nov-2021



ଆଜି ଟିଟିଲାଗଡ଼,ୱାର୍ଡ ନମ୍ବର-୨ ସ୍ଥିତ ରବିଦାସ ଭବନରେ ଶ୍ରୀ ବିଜୟ ମେହେର, ଯୁବ ସଭାପତି,ଆମ ଆଦମୀ ପାର୍ଟି ଟିଟିଲାଗଡ଼ଙ୍କ ସଭାପତିତ୍ୱରେ ମହିଳା ମାନଙ୍କୁ ନେଇ, ତାଙ୍କର ସମସ୍ୟା ଓ ତାର ଆସୁ ସମାଧାନ ପାଇଁ ଗୋଟିଏ ସାଧାରଣ ସଭା କରାଯାଇଥିଲା l ଏ ସଭା ରେ ମହିଳା ମାନେ ତାଙ୍କର ମୁଖ୍ୟ ସମସ୍ୟା ଯଥା ସ୍ଥାୟୀ ପଟ୍ଟାରୁ ବଞ୍ଚିତ,ଗୃହହୀନଙ୍କୁ 4 ଡିସିମିଲ ଜାଗା ପ୍ରଦାନ ରୁ ବଞ୍ଚିତ,ବିଜୁ ପକ୍କା ଘର/ପ୍ରଧାନମନ୍ତ୍ରୀ

ଆବାସ ଯୋଜନା ରେ ସାମିଲ ନ କରାଯିବା,ପାନୀୟ ଜଳ ସମସ୍ୟା,ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଋଣନରୁ ବଞ୍ଚିତ କରାଯିବା ଭଳି ସମସ୍ୟା ବିଷୟ ରେ ବିଜୟ ମେହେର ଙ୍କୁ ଜଣେଇ ଥିଲେ,ଏଥିରେ ବିଜୟ କହିଥିଲେ ଟିଟିଲାଗଡ଼ର ସମସ୍ତ ପଡ଼ା ଓ ଗାଁ ର ସମସ୍ୟା ପ୍ରାୟ ସମାନ,କିଛି ଦିନ ଭିତରେ ଏ ସବୁ ସମସ୍ୟାକୁ ନେଇ ଆମ ଆଦମୀ ପାର୍ଟିର କର୍ଯ୍ୟକର୍ତା ସ୍ଥାନୀୟ ପ୍ରଶାସନ ପାଖକୁ ପହଁଚିବେ ଓ ସମସ୍ୟା ଶୀଘ୍ର ସମାଧାନ ପାଇଁ ଦାବି କରିବେ, ତାପରେ ମଧ୍ୟ ଯଦି ସମସ୍ୟା ସମାଧାନ ନ ହୁଏ ପାର୍ଟି ଉପ-ଜିଲ୍ଲାପାଳ ଓ ଜିଲ୍ଲାପାଳ ଅଫିସ ଘେରାଓ କରିବାକୁ ପଛେଇବ ନାହିଁ l

ଏ ବୈଠକ ରେ ବିଜୟ ମେହେର ସମସ୍ତଙ୍କୁ ଦୃଢ଼ ପ୍ରତିଶୃତି ଦେଇଥିଲେ ଆଗାମୀ ଦିନରେ ପଡା ବାସିନ୍ଦାଙ୍କ ହକ ହାସଲ କରିବା ପାଇଁ ଯାହା ମଧ୍ୟ କରିବାକୁ ପଡିବ, ଆମ ଆଦମୀ ପାର୍ଟି ପଛଘୁଞ୍ଚା ଦେବ ନାହିଁ 

( ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like