-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||     

HOME   ରାଜ୍ୟ

ପ୍ରସିଦ୍ଧ ଶୈବ ପୀଠ ହରିଶଙ୍କର ଉତ୍ସବମୁଖର : ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରଦ୍ଧାଳୁଙ୍କ ସମାଗମ

20-Nov-2021



ବଲାଙ୍ଗିର ଜିଲ୍ଲାର ସର୍ବପୁରାତନ ପୀଠ ହେଉଛି ହରି ଶଙ୍କର ଶୈବପିଠ l ଓଡିଶାରେ ଯେତେ ଗୁଡ଼ିଏ ପର୍ଯ୍ୟଟନ ସ୍ଥଳ ରହିଛି ସେଥିମଧ୍ୟରୁ ହରିଶଙ୍କର ହେଉଛି ଅନ୍ୟତମ।ଓଡ଼ିଶା ଇତିହାସ ରେ ଏହାର କିମ୍ବଦନ୍ତୀ ରହିଛି।ଏହି ପୁରାତନ ପୀଠରେ ହରି ଏବଂ ସଙ୍କରଙ୍କୁ ପୂଜା ଅର୍ଚ୍ଚନା କରାଯାଉଛି ଏହା ସହିତ ଅନେକ ପାର୍ଶ ଦେବା ଦେବୀ ଏହି ପୀଠରେ ପୂଜା ପାଇଥାନ୍ତି।ପ୍ରାକୃତିକ ବନରାଜି ଏବଂ ଗନ୍ଧମାର୍ଦନ ପର୍ବତ ପାଦ ଦେଶରେ ଭଗବାନ୍ ହରିଶଙ୍କର ବାବାଙ୍କର ପିଠସ୍ଥଳୀ।ପର୍ବତ ଶିଖରୁ ଗୋଟିଏ ଚିର ସ୍ରୋତା ଝରଣା କୁଳୁକୁଳୁ ନାଦରେ ବହି ଚାଲୁଛି।ବିଭିନ୍ନ ପ୍ରକାର ପର୍ବ 

ପର୍ବାଣୀରେ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର୍ ହଜାର୍ ଶ୍ରଦ୍ଧାଳୁ ଭଗବାନଙ୍କୁ ଦର୍ଶନ କରିବାଙ୍କୁ ଆସିଥାନ୍ତି। ଅନେକ ସମୟରେ ବିବାହ କାର୍ଯ୍ୟ, ମୁଣ୍ଡନ ଯଥା ପିତୃ ପୁରୁଷଙ୍କର ଅସ୍ତି ମଧ୍ୟ ବିସର୍ଜନ କରାଯାଇଥାଏ।ସେହି ପରି ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ହରିଶଙ୍କର ଠାରେ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ହଜାର ହଜାର ଭକ୍ତଙ୍କର ଜନସମାଗମ ଦେଖିବାକୁ ମିଳିଥିଲା।କଥାରେ ଅଛି ପବିତ୍ର କାର୍ତ୍ତିକ ବ୍ରତ କଲେ ଅନେକ ସୁଭଫଳ,ମିଳିଥାଏ ଏପରି କି ମନରେ ଜୋଉ କାମନା କଲେ ତାହା ପ୍ରଭୁ ଭକ୍ତଙ୍କୁ ମନଲାଖି ଫଳ ଦେଇ ଥାନ୍ତି।ଏଣୁ ଭକ୍ତ ମାନେ ଭକ୍ତି ଏବଂ ଶ୍ରଦ୍ଧାର ସହିତ ହରିଶଙ୍କର ବାବାଙ୍କୁ ପୂଜା ଅର୍ଚ୍ଚନା କରି ନିଜର ମଙ୍ଗଳ କାମନା କରି ଥିଲେ।

(ସୁଶୀଲ ନାଗ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026

You Might Also Like