-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାସପୂର୍ଣ୍ଣିମା ଉପଲକ୍ଷେ ଏକ ସାମାଜିକ ନାଟକ

20-Nov-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ): ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଳକ କେନଝିରିଆପାଲିଠାରେ ପଞ୍ଚୁକ ରାସପୂର୍ଣ୍ଣିମା ଉପଲକ୍ଷେ ଏକ ସାମାଜିକ ନାଟକ "କହଇ ମନ ଆରେ ମୋ ବୋଲ କର" ତା୧୯-୧୧-୨୧ ଶୁକ୍ରବାର ଦିନ ଜ୍ୟୋତି ଜବାହର ୟୁଥକ୍ଲବର ବାର୍ଷିକୋତ୍ସବରେ କୋଭିଡ କଟକଣାକୁ ମାନି ଅଭିନୀତ ହୋଇଯାଇଛି।ନାଟକ ପ୍ରାରମ୍ଭରେ ରଙ୍ଗାରଙ୍ଗ ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା।ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ କରି ସାାଂସ୍କୃତିକ ବାର୍ତ୍ତା ପ୍ରଦାନ ପୂର୍ବକ ସ୍ବଛତା,ପରିବେଶ ସୁରକ୍ଷା ଓ କୋଭିଡ ନିୟମ ମାନିବା ଉପରେ ଗୁରୁତ୍ୱାରୋପ କରିଥିଲେ। ନାଟକରେ ମଞ୍ଚସଜ୍ଜା ,ଆଲୋକ ଓ ଶଦ୍ଦଗ୍ରହଣ ପ୍ରଗତି ଚିତ୍ରାଳୟ, ଈଟାମାଟିି (ନୟାଗଡ) ତରଫରୁ ସୁସଜ୍ଜିତ କରାଯାଇଥିଲା। ବ୍ୟାସଦେବ, ରାକେଶ ଓ ଶୁଭଶ୍ରୀଙ୍କ ଆଙ୍କରିଂକୁ ନେଇ ମଞ୍ଚ ଭରି ଉଠିଥିଲା।ପୁରୁଷ ଭୂମିକାରେ ବିମ୍ବାଧର ଦେହୁରୀ, ଚନ୍ଦ୍ରକାନ୍ତ ଦେହୁରୀ, ସୂର୍ଯ୍ଯକାନ୍ତ ଦେହୁରୀ, ମଧୁସୁଦନ ଖେତି,ପବିତ୍ର ବାରିକ,ନିରଞ୍ଜନ ପାତ୍ର, ଗଗନ ପାତ୍ର, ଚିତ୍ରସେନ ପଧାନ,ସୁଶାନ୍ତ ମେଣ୍ତିଲି, ସୌରଭ ରଥ,ପଦ୍ମନ ଷାଣ୍ଢ, ଦେବର୍ଷି ବାଘ, ସତ୍ୟନାରାୟଣ ସାହୁ ଓ ପ୍ରଭାତ ରଣା ଅଭିନୟ କରିଥିବା ବେଲେ ନାରୀ ଭୂମିକାରେ ଲିଜା,ସୁମି,ନୟନା,ସୁଦୀପା  ଓ ଗୌତମୀ ଅଭିନୟ ଦର୍ଶକଙ୍କୁ ଭାବବିହ୍ୱଳ କରିଦେଇଥିଲା।ଶ୍ରୀକାନ୍ତ, ଅବ୍ୟକାନ୍ତ ଶଚୀକାନ୍ତ, ଅରୁଣ, ସୁଶାନ୍ତ, ଅଲେଖ

ରାଜୁ,ସୁମତି,ଡଲି,ରିଆଓମନୀଷାଙ୍କ ନୃତ୍ୟ ଦର୍ଶକଙ୍କୁ ମୁଗ୍ଧ କରିଦେଇଥିଲା।ନାଟକକୁ ମାଷ୍ଟର ରମେଶ ଦେହୁରୀ ନିର୍ଦ୍ଦେଶନା ଦେଇଥିଲେ। ସଭାପତି ବ୍ୟାସଦେବ ରଥ,ପରିଚାଳକ ଜାତକ ପଧାନ,ଉପ ଦେଷ୍ଟା ନାରାୟଣ ଦେହୁରୀ,ରାଜଗୋପାଲ ପାଣିଗ୍ରାହି, ଓ ଋଷଭ ପଧାନଙ୍କ ଉଦ୍ୟମରେ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା।ଆଖପାଖ ଅଞ୍ଚଳର ଶହ ଶହ ଦର୍ଶକ ରାତି ସାରା ଅନିଦ୍ରା ରହି ନାଟକକୁ ଶେଷ ପର୍ଯ୍ଯନ୍ତ ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like