-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ମୁଖ୍ୟ ଚିକତ୍ସାଲୟରୁ ଅଭିନଵ ଢଙ୍ଗରେ ନବଜାତ ଶିଶୁ କନ୍ୟା ଚୋରି - ସି ସି ଟି ଭି ଫୁଟେଜ ଆଧାର ରେ ପୋଲିସ ର ଅନୁସନ୍ଧାନ ଜାରି

20-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ ୱାର୍ଡରୁ ଆଜି ସକାଳେ ନବଜାତ ଶିଶୁ  କନ୍ୟା ଟିଏ ଚୋରୀ ହୋଇଥିବା ଥାନାରେ ଅଭିିଯୋଗ ହୋଇଛି  । ଗତକାଲି ବୀରମହାରାଜପୁର ଉପଖଣ୍ଡ ର ଷଣ୍ଢା ଗାଁର ଗଜେନ୍ଦ୍ର ତାଣ୍ଡି ନିଜ ପତ୍ନୀ ସନ୍ତୋଷିଣୀ ଙ୍କୁ 

ପ୍ରସୂତି ବିଭାଗରେ ଚିକିତ୍ସା ଆରମ୍ଭ କରାଇଥିଲେ l ଏବଂ ଗତକାଲି ସକାଳ ୯ ଟା ୧୫ ମିନିଟରେ ସନ୍ତୋଷିନୀ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ ।ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଶଯ୍ୟା ଅଭାବରୁ ମା ଓ ଶିଶୁ ଉଭୟେ ପ୍ରସୂତି ୱାର୍ଡର ବାରଣ୍ଡାରେ ଆଶ୍ରୟ ନେଇ ଚିକିତ୍ସିତ ହେଉଥିଲେ  । ସନ୍ତୋଷିନୀଙ୍କ ସହିତ ତାଙ୍କ ଶାଶୁ ମଧ୍ୟ ସହାୟକ ଭାବେ ରହିଥିଲେ  । ଆଜି ସନ୍ତୋଷିନୀ ଶୌଚ  ପାଇଁ ଯିବା ସମୟରେ ତାଙ୍କ ଶାଶୁ ଶିଶୁ କନ୍ୟାଟିକୁ ଧରିଥିବା ଅବସ୍ଥାରେ ଜଣେ ମହିଳା ତାଙ୍କ ପାଖକୁ ଆସି କୌଶଳ କ୍ରମେ କନ୍ୟାସନ୍ତାନ ଟିକୁ ଟୀକା ଦେବାକୁ  ନେବା ପାଇଁ  କହି ପୂର୍ବରୁ ମେଡିକାଲ କ୍ୟାମ୍ପସ ବାହାରେ ପ୍ରସ୍ତୁତ ଥିବା ଜଣେ ବାଇକ ଆରୋହୀଙ୍କ ସହିତ  ମାଷ୍ଟର ମାଇଣ୍ଡ  ମହିଳା  ଚୋର   ଚମ୍ପଟ ହୋଇଥିବା ସନ୍ଧୟ ହେଉଛି l  ପ୍ରକାଶ ଯେ ଗତ କାଲି ମଧ୍ୟ  ସେଇ ମହିଳା ଜଣକ ମେଡିକାଲ ଆସି  ଏ ଛୁଆ କୁ  ଟୀକାଦେବା ବାହାନାରେ ନେଇ  ପୁଣି ଦାଇତ୍ୱର ସହ ଫେରାଇ ଦେଇଥିଲା l  ଯାହାକି  ମାଷ୍ଟର ମାଇଣ୍ଡ ମହିଳା  ଏଭଳି ଅଭିନବ ଉପାୟରେ ପୂର୍ବ ଦିନରୁ ଏକ  ଯୋଜନା ପ୍ରସ୍ତୁତି  ଓ ଅଭ୍ୟାସ କରିଥିଲା l ଏ ନେଇ ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ପାଖରେ ମୌଖିକ ଓ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଏହି ଶିଶୁ ଚୋରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରଥମ ଘଟଣା ହୋଇଥିବା ବେଳେ ଶିଶୁ କନ୍ୟାର ଖୋଜଖବର ପାଇଁ ଚିକିତ୍ସାଳୟ କର୍ତ୍ତୃପକ୍ଷ ସଦର ଟାଉନ ଥାନାରେ ରିପୋର୍ଟ କରିଥିବା ଜଣା ପଡିଛି l ସୋନପୁର ପୋଲିସ ଆଇ ଆଇ ସି ଓ ମେଡିକାଲ କର୍ତ୍ତୃପକ୍ଷ  ଏବେ  ସି ସି ଟି ଭି ଫୁଟେଜ ଆଧାରରେ ଖୁବ ଗୁରୁତର ସହ ଏଘଟଣାର ଅନୁସନ୍ଧାନ ଜାରି ରଖିଥିବା ଜଣା ଯାଇଛି l ଦିନ କୁ ଦିନ ସୁବର୍ଣ୍ଣପୁର ସହରରେ ଚୋରି, ଲୁଟମାର  ପୁଣି ବିଭିନ୍ନ ମନ୍ଦିରରୁ ଯାହାକି ସ୍ୱୟଂ ସୁବର୍ଣ୍ଣପୁର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଓ ଅଧିଷ୍ଠାତା ଦେବ ସୁବର୍ଣ୍ଣମେରୁ ମହାପ୍ରଭୁଙ୍କ ଘରୁ ଚୋରି ହେବା ଘଟଣା  ଏବଂ ଆଜି ପୁଣି ମେଡିକାଲ ରୁ ପିଲା ଚୋରି ଭଳି ଏଭଳି ସମ୍ବେଦନଶୀଳ ଘଟଣାକୁ  ସହରବାସୀ ପୋଲିସ ପ୍ରଶାସନକୁ ସମାଲୋଚନା କରିଛନ୍ତି l  ରୋଗୀ ଓ କର୍ମଚାରୀ

ଙ୍କୁ ୨୪ ଘଣ୍ଟl ସୁରକ୍ଷା ଦେଉଥିବା ପୋଲିସ ଫାଣ୍ଡି କୁ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ରୁ ହଠାତ ଉଠାଯିବାର କାରଣ କଣ ବୋଲି ଲୋକେ ପ୍ରଶ୍ନ କରିଛନ୍ତି l  ଯେହେତୁ ମେଡିକାଲ ୱାର୍ଡ ର ବାହାରେ  ଏ ଘଟଣା  ଘଟିଛି,  ସିସିଟିଭି ଫୁଟେଜ  ନେଇ  ଏ ଘଟଣାର ଅନୁସନ୍ଧାନ  ଚାଲିଛି ଓ  ଖୁବ ଶୀଘ୍ର ପିଲାକୁ ଉଦ୍ଧାର କରାଯିବ ବୋଲି ଏସପି ଶ୍ରୀ ସୀତାରାମ ଶତପଥି ଓ ସିଡିଏମ ପ୍ରଦୀପ ଗୁରୁ  ମିଡ଼ିଆ ଆଗରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like