-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅନ୍ଧାରରେ ଠେଙ୍ଗୋ ଡ୍ୟାମ୍, ଅସୁରକ୍ଷିତ ପର୍ଯ୍ୟଟକ

20-Nov-2021



ବୀରମହାରାଜପୁର,  ( ବିନୋଦ ପାଣ୍ଡେ  ) : ସରକାର ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ତାହା ଅନେକ ସ୍ଥାନରେ କାଗଜ କଲମରେ ସୀମିତ ରହି ଯାଉଥିବା ଦେଖାଯାଉଛି । ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଥିବା ହରିହର ଯୋର ଜଳସେଚନ ପ୍ରକଳ୍ପ ବା ଠେଙ୍ଗୋ ଡ୍ୟାମରେ । ଜିଲାରେ ଥିବା ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ରମାନଙ୍କ ମଧ୍ୟରୁ ଏହା ଅନ୍ୟତମ ଅଟେ । ୧୯୯୭ ମସିହାରେ ଏହି ଠେଙ୍ଗୋ ଡ୍ୟାମ୍ ଉଦଘାଟନ ହୋଇଥିଲା । ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ ଜଳସେଚନ  ସହିତ ପର୍ଯ୍ୟଟନ କ୍ଷେତ୍ର ପାଇଁ ନିର୍ମାଣ ହୋଇଥିଲା । ପ୍ରଥମେ ଏହି ଡ୍ୟାମ୍ ସୁନ୍ଦର ଭାବେ ନିର୍ମାଣ ହୋଇଥିବା ବେଲେ ଦୀର୍ଘ ୩ କିଲୋମିଟର ରାସ୍ତା ଉପରେ ଲାଗିଥିଲା ଷ୍ଟ୍ରିଟ ଲାଇଟ ।

ଉଦଘାଟନ ହେବାର କିଛି ଦିନ ପର୍ଯ୍ୟନ୍ତ ଏହି ଠିକରେ ଜଳୁଥିଲା ।ପରେ ଏଠାରେ କର୍ତ୍ତବ୍ୟରତ କର୍ମଚାରୀ ନ ରହିବା ସହିତ ଡ୍ୟାମ୍ ରକ୍ଷାଣ ବେକ୍ଷଣ ମଧ୍ଯ କରାଗଲା ନାହିଁ । ଏହା ସୁଯୋଗ ନେଇ ଦୁର୍ବୁତ୍ତ ମାନେ ଏଠାରୁ ବିଭିନ୍ନ ବିଦ୍ୟୁତ ତାର, ଷ୍ଟ୍ରିଟ ଲାଇଟ ସହ ଅନ୍ଯାନ୍ଯ ସାମଗ୍ରୀ ଲୁଟିନେଇଥିଲେ । ଡ୍ୟାମ୍ ତଲେ ପୋଲିସ ଫାଣ୍ଡି ଥିଲେ ମଧ୍ଯ ପୋଲିସ ସୁରାକ ପାଇନଥିଲା । ଫଳରେ ଆଜି ପର୍ଯ୍ୟନ୍ତ ସମଗ୍ର ଡ୍ୟାମ୍ ଅନ୍ଧାରରେ ରହିଛି । ଯାହାଫଳରେ ସନ୍ଧ୍ୟା ହେଲେ ମଦୁଆଙ୍କ ଆସର ଜମେ । ଏହା ଏକ ପ୍ରମୁଖ ପର୍ଯ୍ୟଟନ ହିସାବରେ ବର୍ଷ

ତମାମ ଏଠାକୁ ହଜାର ହଜାର ପର୍ଯ୍ଯଟକ ଓ ପିକନିକ ପାର୍ଟି ଆସିଥାନ୍ତି । ମାତ୍ର ଥରେ ଆସିବା ପରେ ଆଉ ମନ କରୁନାହାନ୍ତି । ପର୍ଯ୍ୟଟକଙ୍କ କହିବା ଅନୁସାରେ  ଅସାମାଜିକ ବ୍ୟକ୍ତିମାନେ ଅନ୍ଧାର ସୁଯୋଗ ନେଇ ଅନେକ ସମୟରେ ଚୋରି, ଡକାୟତ ଠାରୁ ଆରମ୍ଭ କରି ଅନେକ ଆସାମାଜିକ କାର୍ଯ୍ୟ ହେଉଥିବା ଅଭିଯୋଗ କରିଛନ୍ତି । ତଥାପି ବିଭାଗ ସବୁ ଦେଖି ଚୁପ ରହୁଛି । ବିଭିନ୍ନ ସମୟରେ ଆସୁଥିବା ଅନୁଦାନ କାର୍ଯ୍ୟ ରେ ନଲାଗି ହରିଲୁଟ ହେଉଥିବା ଅଭିଯୋଗ ହେଉଛି ।ସାଧାରଣ ଲୋକ ଏଥିପ୍ରତି ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି । ଏନେଇ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ଅନୁରୋଧ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like