-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପରିବହନ ମନ୍ତ୍ରୀ ଙ୍କ ଅଞ୍ଚଳରେ ବସଷ୍ଟାଣ୍ଡ କେବେ ହେବ କାର୍ଯ୍ୟକ୍ଷମ ?

20-Nov-2021



ବିରମହରାଜପୁର , ( ବିନୋଦ ପାଣ୍ଡେ  ) ସୁବର୍ଣ୍ଣପୁର ଜିଲ୍ଲା ବିରମହରାଜପୁର ବ୍ଳକ ର ସରକାରୀ ବସ ଷ୍ଟାଣ୍ଡ ଓ ଶୌଚାଳୟ ବାହୁତ ଦିନ ହେବ ସୋଚନିୟ ଆବସ୍ତା ପଡି ରହିଛି । ଗତ ୨୦୦୩ -୨୦୦୪ ମସିହା ରେ ରାଜ୍ୟ ସଭା  ସାଂସଦ ବୈଜୟନ୍ତ ପଣ୍ଡା ଙ୍କ ପାଣ୍ଠି ରୁ ୨୦ ଲକ୍ଷ ଟଙ୍କା ଓ ସୁଵର୍ଣ୍ଣପୁର ଡି ଆର ଡି ଏ ପକ୍ଷ ରୁ ୨  ଲକ୍ଷ ଟଙ୍କା କୁ ମିସାଇ ମୋଟ ୨୨ ଲକ୍ଷ ଟଙ୍କା ରେ ବ୍ଳକ ପକ୍ଷରୁ ଏହି ବସ ଷ୍ଟାଣ୍ଡ ନିର୍ମାଣ ହୋଇଥିଲା ।ନିର୍ମାଣ ପରେ ଗତ୭/୧୨/୨୦୦୬ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଥିଲେ ।ଏହି ଉଦ୍ଘାଟନୀ ଉତ୍ସବ ରେ ତତ୍କାଳୀନ ଖାଣି, ଇସ୍ପାତ, ଯୋଜନା ଓ ସମନ୍ୱୟ ମନ୍ତ୍ରୀ ତଥା ବର୍ତ୍ତମାନ ର ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସମ୍ମାନିତ ଅତୀଥି ଭାବେ ଯୋଗ ଦେଇଥିଲେ ମାତ୍ର ଦୁଃଖର ବିଷୟ ଉଦଘାଟନ ପରଠାରୁ ବସଷ୍ଟାଣ୍ଡର ମୁଖ୍ୟ ଫାଟକ ରେ ତାଲା ଝୁଳୁଛି। ଫଳରେ ଯାତ୍ରୀ ମାନେ ନାହଁ ନ ଥିବାର ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ପ୍ରକାଶ ଥାଉକି ବିରମହରାଜପୁର ଏକ ବେପାର ବଣିଜ ର ପେଣ୍ଠସ୍ଥଳୀ ହୋଇଥିବାରୁ ଓ ଏଠାରେ ତହସିଲ ଅଫିସ, ଉପଜ଼ୀଲ୍ଲା ପାଳ ଙ୍କ ଅଫିସ,ବ୍ଲକ ଅଫିସ, ସ୍ବାସ୍ତ୍ୟକେନ୍ଦ୍ର, ସବରେଜିଷ୍ଟାର, ଶିଶୁବିକାଶ କାର୍ଯ୍ୟାଳୟ, ଥିବାରୁ ସକାଳ ହେଲେ ଏଠାକୁ

ହଜାର ହଜାରଲୋକ ଆସନ୍ତି। ତା ଛଡ଼ା ଉକ୍ତ ରାସ୍ତା ଦେଇ ପ୍ରତିଦିନ ଲୋକମାନେ ବସ ଯୋଗେ କଟକ,ପୁରୀ,ଭୁବନେଶ୍ୱର, ଯା-ଆସ କରନ୍ତି, ମାତ୍ର ଏହି ବସ ଷ୍ଟାଣ୍ଡ ଟି ଅଚଳ ହୋଇ ପଡ଼ିଥିବାରୁ ଯାତ୍ରୀ ମାନେ ବର୍ଷା, ଖରା, ଶୀତ, ଦିନେ ନାହିଁ ନ ଥିବାର ଅସୁବିଧା ର ସମ୍ମୁଖୀନ ହୋଇଥାନ୍ତି। ଶ୍ରୀ ବେହେରା ଲଗାତର ଏହିଅଂଚଳରୁ ୩ଥର ପ୍ରତିନିଧିତ୍ବ କରି ନିର୍ବାଚିତ  ହୋଇଥିଲେହେଁ ଏହି ବସଷ୍ଟାଣ୍ଡପ୍ରତି ଆଦୋୖ ଦୃଷ୍ଟିଦେଉ ନ ଥିବା ଅଭିଯୋଗ ହୋଇ ଆସୁଥିଲା, ମାତ୍ର ପଦ୍ମନାଭ ବେହେରା ଏ ଥର ପରିବହ ମନ୍ତ୍ରୀ ହେଲା ପରେ ବସ ଷ୍ଟାଣ୍ଡ ଟି କାର୍ଯ୍ୟକ୍ଷମ ହେବବୋଲି ଅଞ୍ଚଳବାସୀ ଆଶା ରଖିଥିଲେ । ମାତ୍ର ଏଥର ମଧ୍ୟ ଯଥା ପୂର୍ବମ ତଥା ପରମ ଅବସ୍ଥା ହେଲା। ଫଳରେ ମନ୍ତ୍ରୀ ପଦ୍ମନାଭ ବେହେରା ଙ୍କ ଉପରୁ ଜନସାଧାରଣଙ୍କ ଅସ୍ଥା ତୁଟିଯାଇଛି। ଏଣୁ ଏ ଦିଗରେ ମାନ୍ୟବର ମୁଖ୍ୟାମନ୍ତ୍ରୀ ଦୃଷ୍ଟି ଦେବାକୁ ନିବେଦନ କରାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like