-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

 କୋକେଇତୀରା ବାଲିଯାତ୍ରା ସମ୍ପନ୍ନ : ବାଲୁଙ୍କେଶ୍ୱର ବାବାଙ୍କ ଲିଙ୍ଗ ସ୍ଥାପନ ଓ ପୂଜା ପର୍ବ ପାଳିତ

20-Nov-2021



ରେଙ୍ଗାଲିକ୍ୟାମ୍ପ (ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ) : ଅତାବିରା ବ୍ଲକ ଅମଳପାଲି ପଞ୍ଚାୟତର କୋକେଇତିରା ଗ୍ରାମରେ ପ୍ରତିବର୍ଷ ଭଳି  କାର୍ତ୍ତିକ ପୂର୍ଣ୍ଣିମାରେ ନିକଟସ୍ଥ ଝାଉଁ ନଦୀ କୂଳରେ  ବାଲୁଙ୍କେଶ୍ୱର ବାବାଙ୍କ ଲିଙ୍ଗ ସ୍ଥାପନ ପୂର୍ବକ ବିଧି ବିଧାନରେ ପୂଜା  ଆରମ୍ଭ ହୋଇଥିଲା। ଏହି ପୂଜାରେ ଦିଲିପ ହୋତା ସପତ୍ନିକ କର୍ତ୍ତା ଦାୟିତ୍ଵ  ନିର୍ବାହ କରିଥିଲେ। ପଣ୍ଡିତ ଲାଲ ବିହାରୀ ଦାଶ ପୂଜା କାର୍ଯ୍ୟ ସଂପାଦନ କରିଥିଲେ। ଘଣ୍ଟ ଶଙ୍ଖ ର  ତାଳରେ  ଓ ଦୁଲୁଦୁଲି  ବାଦ୍ୟରେ  ନଦୀ କୁଳରୁ ବେଶ ଉତ୍ସବ ମୁଖରିତ ହୋଇଥିଲା।ମୁକ୍ତ ମଞ୍ଚରେ ରାଧା  କୃଷ୍ଣ ତଥା  ଗୋପୀ ଗୋପାଳଙ୍କ ଅଭିନୟ ଦର୍ଶକଙ୍କ ମନକୁ ବେଶ ଆକର୍ଷଣ କରିଥିଲା।ମାନସିକ ଧାରୀ ମାନେ ଛତ୍ର,ଖଣ୍ଡା ଘଣ୍ଟ ଓ ତ୍ରିଶୂଳ ଆଦି ବାବାଙ୍କୁ ଅର୍ପଣ କରି ନିଜ ନିଜର ମନୋକାମନା ପୁରାଣ କରିଥିଲେ। ମୀନା ବଜାର,ଝୁଲା ,ଖେଳନା ବଜାର ଆଦି  ଦର୍ଶକ ଓ କୁନି କୁନି ପିଲାଙ୍କ ପାଇଁ  ଆକର୍ଷଣ ହୋଇପାରିଥିଲା। ଏହି ଅବସରରେ  ଚିପିଲମା ର  ମହିଳା ସଙ୍କୀର୍ତ୍ତନ, ହିର୍ଲିପାଳି ଓ ଗୋବିନ୍ଦ ପାଲିର କୃଷ୍ଣଗୁରୁ, ବାବେବୀରା ଓ ଟାଙ୍ଗରପାଲିର ସମ୍ପ୍ରଦା ଯାତ୍ରା ପରିବେଶ କୁ ଉତ୍ସବ ମୁଖରିତ କରିଥିଲା। ଏହି ବାଲିଯାତ୍ରା ମହୋତ୍ସବ କମିଟିର ସଭାପତି ଆଶିଷ ହୋତାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି ବାଲିଯାତ୍ରା ଆୟୋଜିତ ହୋଇଥିବା ବେଳେ ଉପସଭାପତି ରଜତ ହୋତା, ଆଦିକନ୍ଦ ନାଏକ, ଲୁକୁ ଜାମ ଡୋଲିଆ,ସମ୍ପାଦକ ମିତ୍ରଭାନୁ ଭୁଏ,କୋଷାଧ୍ୟକ୍ଷ ସୁରେଶ ଭୁଏ, ଅମିତ ପ୍ରଧାନ,ସୁଶାନ୍ତ ମାହାର, ସୁଶିଲ  ପ୍ରଧାନ ତଥା ଗ୍ରାମବାସୀ ଙ୍କ ସମ୍ପୂର୍ଣ୍ଣ ସହଯୋଗ ରହିଥିଲା। ରାତିରେ  ମାନସିକ ଧାରୀ ମାନେ ଉଜାଗର ରହିଥାନ୍ତି ,ତେଣୁ  ରାତିରେ ସାଂସ୍କୃତିକ  କାର୍ଯ୍ୟକ୍ରମ ଭାବେ ଗୀତିନାଟ୍ୟ ପରିବେଷିତ ହୋଇଥିଲା।ବହୁ ପୁରୁଣା କାଳରୁ ଏହି ବାଲିଯାତ୍ରା  ଲୋକପ୍ରିୟତା ହାସଲ କରିଆସିଛି ତେଣୁ  ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like