-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବାଞ୍ଜିତଳିଏନ କ୍ରିକେଟ କପ୍ କ୍ବାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ

20-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା
ପାଟଣାଗଡ଼ ବ୍ଲକ ବାଲିପଟା ଗ୍ରା:ପ:ଅନ୍ତର୍ଗତ ଖଳିଆ ଗାଁ ର ଖେଳ ପଡ଼ିଆ ଠାରେ ବାଞ୍ଜିତଳିଏନ କ୍ରିକେଟ ଏସୋସିଏସନ ତରଫରୁ ଚାଲିଥିବା ଜିଲ୍ଲା ସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆଜି କ୍ବାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। କ୍ୱାଟର ଫାଇନାଲ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଶ୍ରୀ ରମେଶ ପୁରୋହିତ ଯୋଗଦାନ କରି ସାଫଲ୍ୟ ମଣ୍ଡିତ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀ ପ୍ରମୋଦ ବେହେରା ସଭାପତି ଆଞ୍ଚଳିକ ଧନୁଯାତ୍ରା କମିଟି ଯୋଗୀମୁଣ୍ଡା , ନେତ୍ରା ସାହୁ, ସରୋଜ ରଣା ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ। ଆଜିର ମ୍ୟାଚ ପାଟଣାଗଡ଼ ଓ ଭାଲୁଦର୍ହ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା ପ୍ରଥମେ ପାଟଣାଗଡ଼ କ୍ରିକେଟ ଦଳ ଟସ ଜିତି ବେଟିଂ ନିଷ୍ପତ୍ତି ନେଇ ୫ ଓଭର ରେ ୫୪ ରନ  କରିଥିଲେ ପ୍ରତି ଜବାବ ରେ ଭାଲୁଦର୍ହ ଦଳ ସମସ୍ତ ଉଇକେଟ ହରେଇ ମାତ୍ର ୩୪ରନ ସଂଗ୍ରହ କରିବାରେ ସକ୍ଷମ  ହୋଇଥିଲା । ଖେଳକୁ ଓଡିଶା କ୍ୱାଲିଫାଏଡ଼ ଅମ୍ପାୟାର କିରଣ ଭୋଇ ଓ ବିପିନ ବନଛୋର ପରିଚାଳିତ  କରିଥିବା ବେଳେ ଅରୁଣ ନାଏକ  ସ୍କୋରର ଦାୟିତ୍ୱ ତୁଲାଇ ଥିଲେ ।ରହସ୍ୟ ସାହୁ ଙ୍କର ଧରାବିବରଣୀ ରେ ଦର୍ଶକ ମନ୍ତ୍ରମୁଗ୍ଧରେ ବାନ୍ଧି ରଖିଥିଲା। ଏସୋସିଏସନ ସଭାପତି ଶ୍ରୀ ମନୋଜ ଲୁହା ଉପସ୍ଥିତ ରହି ଦାୟିତ୍ୱ ତୁଲାଉଥିବା ବେଳେ ଅବିନାଶ ଲୁହା,ସୁବାସ ସିଂ, କସ୍ତୁଭ ସାହୁ, ରୀଙ୍କୁ ,ପରମେଶ୍ୱର, ନେତ୍ରମଣି ଠାକୁର,ରାଜିନ୍ଦ୍ର ବନଛୋର,ପୀତବାସ ସାହୁ, ହିମାଂଶୁ ସାହୁ ପ୍ରମୁଖ ସହଯୋଗ କରିଥିଲେ ।ଏହି ପ୍ରତିଯୋଗିତାରେ ସମୁଦାୟ ୩୨ ଗୋଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଆଗାମୀ ୨୧ ତାରିଖ ଦିନ ଏହାର ଉଦଯାପିତ ହେବ ବୋଲି କ୍ରିକେଟ ଏସୋସିଏସନ ର ସଭାପତି ଶ୍ରୀ ମନୋଜ ଲୁହା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like