-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଚାଷୀଙ୍କ ଐତିହାସିକ ବିଜୟ ନେଇ ବିନିକା କଂଗ୍ରେସ ତରଫରୁ ମିଠା ବଣ୍ଟନ

20-Nov-2021



 ବିନିକା(ହିମାଂଶୁ ଶେଖର ପୁଟେଲ) କେନ୍ଦ୍ରର ମୋଦି ସରକାର ଚାଷୀଙ୍କ ପାଇଁ ଲାଗୁ ଜରିଥିବl ତିନି କୃଷି କଳା ଆଇନକୁ ଆଜି ପ୍ରତ୍ୟାହାର କରିବା ପରେ ଚାଷୀଙ୍କ ଐତିହାସିକ ବିଜୟ ଘଟିଛି । ସୂଚନାଯୋଗ୍ୟ ଯେ, କେନ୍ଦ୍ର ଲାଗୁ କରିଥିବା ଏହି ଆଇନକୁ ପ୍ରତ୍ୟାହାର ପାଇଁ ୧୧ ମାସ ଧରି ଆନ୍ଦୋଳନ ଚାଲିବା ଓ ୭୦୦ ଜଣ କୃଷକ ସହିଦ ହେବା ପରେ ଯାଇ ଅହଂକାରୀ ମୋଦି ସରକାରଙ୍କ ମୁଣ୍ଡ ଚାଷୀଙ୍କ ଠାରେ ନତମସ୍ତକ ହୋଇଛନ୍ତି l ଶେଷରେ ତିନି କଳା କୃଷି ଆଇନକୁ ସରକାର ପ୍ରତ୍ୟାହାର ପାଇଁ ଘୋଷଣା କରିବାରୁ ଚାଷୀ ତାର ଦୀର୍ଘ ଦିନର ପରିଶ୍ରମ ଓ ଏକାଗ୍ରତାର ବିଜୟ ହୋଇଛି l ଏହି ଖୁସିରେ ଆଜି ବିନିକା ନଗର ଓ ବ୍ଲକ କଂଗ୍ରେସ ତରଫରୁ ସ୍ଥାନୀୟ ତହସିଲ ଅଫିସ ଛକ ଠାରେ ସାଧାରଣ

ଲୋକ ଓ ଚାଷୀଙ୍କୁ ମିଠା ବଣ୍ଟନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ବ୍ଲକ କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର କୁମାର ହୋତାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ମିଠା ବଣ୍ଟନ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ସେଠୀ, ବରିଷ୍ଠ କଂଗ୍ରେସ ନେତା ନରେନ୍ଦ୍ର ସାହୁ,ରାଘବ ଦାସ, ସୁଧାଂଶୁ ପଣ୍ଡା, ନରେନ୍ଦ୍ର ପଣ୍ଡା, ସପନେଶ୍ୱର୍ ପୃଷ୍ଟି,ବିଜୟ ଭୋଇ, ଶିବ ପ୍ରସାଦ ଖମାରୀ,ସୁମନ୍ତ ସାହୁ, ଗୋବିନ୍ଦା ଝାଙ୍କର,ତିତୁନା ମହାଲିଂ,ରବି ଭାଇନା,ଘୁଣ୍ଡୁ ଭୋଇ,ବିମ୍ବାଧର ମେହେର,ବିପିନ ମେହେର ପ୍ରମୁଖଙ୍କ ସମେତ ବହୁ କଂଗ୍ରେସ ନେତା ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like