-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

କଂଗ୍ରେସ ପକ୍ଷରୁ ଚାଷୀଙ୍କ ବିଜୟ ଦିବସ ପାଳିତ

20-Nov-2021



ବଲାଙ୍ଗିର- ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ଓ ଜିଲ୍ଲା କିଶାନ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିଜୟ ଦିବସ ପାଳିତ ହେବା ସଙ୍ଗେ ସଙ୍ଗେ ୩ଟି ଦାବି ଉପସ୍ଥାପନ କରାଯାଇଥିଲା । ଚାଷୀ ଆନ୍ଦୋଳନରେ ସହୀଦ ହୋଇଥିବା ପ୍ରତ୍ୟେକ ପରିବାରଙ୍କୁ ୧୦କୋଟି ଟଙ୍କା ଲେଖାଏଁ କ୍ଷତିପୁରଣ ଯୋଗାଇ ଦେବା, ଚାଷୀମାନଙ୍କ ନାଁରେ ରୁଜ୍ଜୁ ହୋଇଥିବା ମାମଲା ତୁରନ୍ତ ପ୍ରତ୍ୟାହାର କରିବା, ସ୍ୱାମୀନାଥନ କମିଟି ଆଧାରରେ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ ଧାର୍ଯ୍ୟ କରିବା ଓ ଚାଷୀଙ୍କୁ ଅପଶବ୍ଦ ବ୍ୟବହାର କରିଥିବା ନେଇ ସରକାର କ୍ଷମା ମାଗିବା ସହ କ୍ଷତିପୂରଣ ଦେବା ପାଇଁ ଉପସ୍ଥିତ ଚାଷୀନେତା ଓ କଂଗ୍ରେସ କର୍ମୀମାନେ ମତବ୍ୟକ୍ତ କରିଥିଲେ ।      ପରେ ଉପସ୍ଥିତ ଚାଷୀ ଓ କଂଗ୍ରେସ କର୍ମୀ ଯାତାୟତ କରୁଥିବା ଜନସାଧାରଣଙ୍କୁ ମିଷ୍ଟାନ୍ନ ବଣ୍ଟନ କରି ବିଜୟ ଦିବସ ପାଳିଥିଲେ । ଜିଲ୍ଲା କିଶାନ

କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ରଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ଉପସଭାପତି ମନୀଷ ମିଶ୍ର, ରାଜ୍ୟ କିଶାନ କଂଗ୍ରେସ ସଂପାଦକ ଚଗଲା ପରିଚ୍ଛା, ସନ୍ତକ ବହିଦାର, ଶୁଶାନ୍ତ ଷଡଙ୍ଗୀ, ସେବାଦଳ ଅଧ୍ୟକ୍ଷ ଅସୀତ ମିଶ୍ର, ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ, ନାରୀ ନେତ୍ରୀ ଆରତିପ୍ରୀତି ନାଗ, ବବିତା ସାହୁ, ସାଇନା ବେଗମ, ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଧର ବାରିକ, ବ୍ଲକ ସଭାପତି ଉମାକାନ୍ତ ସାହୁ, ଜୁଲୁ ପଟ୍ଟନାୟକ, ବ୍ରଜ ସେଠି, ସାନ୍ତନୁ ସିଂହ, ଟଙ୍କଧର ଗଡତ୍ୟା, ପ୍ରଦୋଷ ପାଣିଗ୍ରାହୀ, ବଜରଂଗ ଅମାତ, ଦଳିତ ନେତା ସତ୍ୟାନନ୍ଦ ସୁନା, ଜ୍ୟୋତିଷ ମୁଗ୍ରୀ, ହରି ନନ୍ଦ, ଯୁବନେତା ବିନୋଦ ତାଣ୍ଡି, ଦଳ ଜାଲ, ଚାଷୀନେତା ଗଗନ ନାଥ, ଟୁଲୁ ସେନ, ଲଳିତ ପଟେଲ, ପ୍ରଦୋଷ ପାଣିଗ୍ରାହୀ, ଓମ୍ ପ୍ରକାଶ ସାମନ୍ତ, ମଧୁ ନାଗ, ବୁଲୁ ବେହେରା,  ସୁଜିତ ସହ ଶତାଧିକ କଂଗ୍ରେସ କର୍ମୀ ଓ ଚାଷୀନେତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like