-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ଲୋକକଳା ଗ୍ରାମ କର୍ତ୍ତଙ୍ଗ ରେ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ ଓ ମହିଳା ଙ୍କ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ - *ମହିଳା ଙ୍କୁ ବିମୋହିତ କଲା ହାତୀ ଝୁଲଇ ରେ ସଂଗୀତ

20-Nov-2021



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ମହାଦେବପାଲି ପଞ୍ଚାୟତ ଲୋକକଳା ଗ୍ରାମ କର୍ତ୍ତଙ୍ଗ ଠାରେ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସବ ଓ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ   ଓଡ଼ିଆ ଭାଷା ସାହିତ୍ୟ  ଓ ସଂସ୍କୃତି ବିଭାଗ (ଓଡିଶା ) ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି l  ବରିଷ୍ଠ ନାଗରିକ ତଥା ଅଣ ଗେଜେଟେଡ଼ ରାଜ୍ୟ କର୍ମଚାରୀ ସଂଘ ର ପ୍ରାକ୍ତନ  ସଭାପତି

ଜ୍ୟୋତିରଂଜନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତା ରେ ଏବଂ ସଂଗୀତ ନାଟକ ଏକାଡେମୀ ସଦସ୍ୟ ଶ୍ରୀଯୁକ୍ତ ଶାଶ୍ୱତ କୁମାର ତ୍ରିପାଠୀ ଙ୍କ ସହଯୋଗ ରେ ଗତ କାଲି ସକାଳ 9 ଘଣ୍ଟା ସମୟରେ  ଗ୍ରାମ ର ମାଁ ପୂର୍ଣ୍ଣମାସୀ ସାଂସ୍କୃତିକ ସଂସଦ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ବିନିକା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବ୍ୟାସଦେବ ବେହେରା ଏବଂ ସମ୍ମାନିତ ଅତିଥି ଭାବରେ ବିନିକା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ନନ୍ଦ ଯୋଗଦେଇଥିଲେ l ସ୍ଥାନୀୟ ଅଙ୍ଗନବାଡି କର୍ମୀ ଏବଂ ଗ୍ରାମର ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଟୀ ଓ ଗ୍ରାମର ଅନେକ ମହିଳା ଙ୍କ ମଧ୍ୟରେ ଝୋଟି ଚିତା, ହୁଳହୁଳି, ପିଠାପଣା, ଲଷ୍ମୀ ପୁରାଣ ପଠନ, ଓଡ଼ିଆଣୀ ବେଶ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଦର୍ଶକଙ୍କ ପାଇଁ ଅପରାହ୍ନ ଅପରାହ୍ନ  ସମୟରେ ଭଜନ ସମାରୋହ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା l ଏଥିରେ ଶ୍ରେଷ୍ଠ ବିବେଜିତା ହୋଇଥିବା ପ୍ରତିଯୋଗୀ ଙ୍କୁ  ଅତିଥିଗଣ ମାନପତ୍ର ଦେଇ ପୁରସ୍କୃତ କରିଥିଲେ l ଓଡ଼ିଆଣୀ ବେଶ ପ୍ରତିଯୋଗିତାରେ ସୁରଚୀ ବେହେରା ପ୍ରଥମ, ରୀନା ପୁରୋହିତ ଦ୍ଵିତୀୟ, ସଂଯୁକ୍ତା ସାହୁ ତୃତୀୟ, ମଣ୍ଡାପୀଠା ପ୍ରସ୍ତୁତି ପ୍ରତିଯୋଗିତାରେ ସନ୍ତୋଷିନୀ ସାହୁ ପ୍ରଥମ, ସୁନିତା ବେହେରା ଦ୍ଵିତୀୟ, ମମତା ନାୟକ ତୃତୀୟ, ଝୋଟିପ୍ରତିଯୋଗିତା ରେ ରାଜଲଷ୍ମୀ ପଟ୍ଟନାୟକ ଓ ମେନକା ବସ୍ତିଆ ପ୍ରଥମ, ବବିଚୌଧୁରୀ, ତର ମେଲ୍ଲୀ, ସୁରଚୀ ବେହେରା, ରଶ୍ମିତା ବାଘ, ମାନିନୀ ରଥ

ଦ୍ଵିତୀୟ, ଗୀତାଞ୍ଜଳି ପ୍ରଧାନ ତୃତୀୟ, ସେହିପରି ହୁଳହୁଳି ପ୍ରତିଯୋଗୀତାରେ ରଜନୀ ଅଗ୍ରୱାଲ ପ୍ରଥମ, ଦମୟନ୍ତୀ ପାତ୍ର ଦ୍ଵିତୀୟ, ଓ ଗୁରୁବାରୀ ପାତ୍ର ତୃତୀୟ ହୋଇଥିବା ବେଳେ ଲଷ୍ମୀପୁରାଣ ପଠନ ପ୍ରତିଯୋଗିତାରେ ସୁମତି ବେହେରା ପ୍ରଥମ, କୌଶଲ୍ୟା କଠାର, ଓ ରୀନା ପୁରୋହିତ ତୃତୀୟ ସ୍ଥାନ ଅଧିକାରକରିଥିଲେ l ଏହି କାର୍ଯ୍ୟକ୍ରମକୁ ଦଶରଥ ପ୍ରଧାନ, ଦଧିବାବନ ମହାକୁର, ମନୋରଞ୍ଜନ ପ୍ରଧାନ, ଅଶ୍ୱିନୀ ସାହୁ, ଭବାନୀ ଶଙ୍କର କର୍ମୀ, ସନତ ବସ୍ତିଆ, ଦୁଃଖନାଶନ ଦେବତା, ସୁଶାନ୍ତ ବସ୍ତିଆ, ପ୍ରଦୀପ ବାରିକ, ନିରାକାର ଦେହେରୀ, ରାଧେଶ୍ୟାମ ବାଘ ଓ ଗ୍ରାମର ଅଙ୍ଗନବାଡି କର୍ମୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like