-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସରଗରମ ହେବାରେ ଲାଗିଛି ରାଜନୈତିକ ବାତାବରଣ

20-Nov-2021



ରଣପୁର :- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣର ଚୂଡାନ୍ତ ତାଳିକା ପ୍ରକାଶ ପାଇବା ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରଗରମ ହେବାରେ ଲାଗିଛି ରାଜନୈତିକ ବାତାବରଣ, ରଣପୁରରେ ବଢୁଛି ଆଶାୟୀଙ୍କ ତାଲିକା ବ୍ଳକର ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି । ଜିଲା ପରିଷଦ ,ସମିତି ସଭ୍ୟ, ସରପଞ୍ଚ ପଦ ପାଇଁ ଆଶାୟୀ ପ୍ରାର୍ଥୀମାନେ ଏବେଠାରୁ ପ୍ରସ୍ତୁତି ଚଳାଇଛନ୍ତି । ଜିଲା ପରିଷଦ ସଭ୍ୟରେ ପ୍ରାର୍ଥୀ ହେବା ପାଇଁ ବିଜେଡି ଏବଂ ବିଜେପିରେ ଆଶାୟୀଙ୍କ ଲମ୍ବା ତାଳିକା ବଢୁଛି । ତେବେ କଂଗ୍ରେସ ଦଳରେ କିଏ ପ୍ରାର୍ଥୀ ହେବ ତାହାଜଣା ପଡୁନାହିଁ ।
ସମିତି ସଭ୍ୟ ପଦ ପାଇଁ ପ୍ରତି ପଞ୍ଚାୟତରେ ବିଜେଡି ଏବଂ ବିଜେପି ଦଳରୁ ଏକାଧିକ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା ପାଇଁ ଅଣ୍ଟା ଭିଡୁଥିବା ଜଣାପଡିଛି । ବିଜେଡି ଏବଂ ବିଜେପି ଦଳରୁ ଟିକେଟ୍ ପାଇବାକୁ ଆଶାୟୀ ପ୍ରାର୍ଥୀମାନେ ଉଦ୍ୟମ ଜାରି ରଖିଛନ୍ତି । ବିଜେପି ଅପେକ୍ଷା ରଣପୁରବ୍ଳକରେ ବିଜେଡିର ଆଶାୟୀଙ୍କ ସଂଖ୍ୟା ବେଶୀ ଜଣଉାପଡୁଛି । କଂଗ୍ରେସ ଆଶାୟୀ ପ୍ରାର୍ଥୀ ନିରବ ରହୁ ଥିବାରୁ ଜିଲା ପରିଷଦ ଏବଂ ବ୍ଳକରେ ସଂଖ୍ୟା ଗରିଷ୍ଠତା ହାସଲ ପାଇଁ ଏଥର ବିଜେଡି ବିଜେପି ମଧ୍ୟରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା ହେବ ବୋଲି ଅନୁମାନ କରାଯାଉଛି ।କଂଗ୍ରେସ ଏବଂ କମ୍ୟୁନିଷ୍ଟ ମଧ୍ୟରେ ମେଣ୍ଟହୋଇ ନିର୍ବାଚନ ମଇଦାନକୁ ଓହ୍ଲାଇବା ପାଇଁ ଆଲୋଚନା ଚାଲିଥିବା ଚର୍ଚ୍ଚା ହେଉଥିବାରୁ ନିର୍ବାଚନ ଗଣିତ ଓଲଟପାଳଟ ତଥା ଜଟିଳ ହୋଇ ଏହା ନିର୍ଣାୟକ ଭୂମିକା ଗ୍ରହଣ କରିବା ସମ୍ଭାବନାକୁ ଏଡାଇ ଦିଆଯାଇ ନପାରେ ବୋଲି ରଣପୁର ବ୍ଳକର ଓ ରାଜନୈତିକ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like