-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବନ୍ଦଲାର ବାଲୁଙ୍କେଶ୍ୱର ବାବା ଙ୍କ ପୂଜା ସମାପନ

20-Nov-2021



ପଦ୍ମପୁର(ପ୍ରେରଣା ଖବର) ସୋହେଲା ନିକଟସ୍ଥ ବନ୍ଧଲା ଗ୍ରାମରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କାର୍ତ୍ତିକ ଶୁକ୍ଳପକ୍ଷ ଦଶମୀ ନଭେମ୍ବର ୧୩.୧୧.୨୦୨୧ ଶନିବାର ରୁ ପୂର୍ଣମୀ ନଭେମ୍ବର ୧୯.୧୧.୨୦୨୧ ପର୍ଯ୍ୟନ୍ତ ଗ୍ରାମର ର ରାଞ୍ଜ ନଦୀକୂଳରେ ବାଲୁଙ୍କେଶ୍ୱରମହାଦେବ ବାବା ଙ୍କ ପୂଜା ସମାପନ ହୋଇଯାଇଛି. ଗ୍ରାମର ର ରାଞ୍ଜ ନଦୀକୁଲ ରେ ବାଲୁଙ୍କେଶ୍ୱର ବାବା ଙ୍କ ପୀଠ ରେ ଦଶମୀ ଦିନ ପ୍ରାତଃ ରୁ କର୍ତ୍ତା ଙ୍କ ଦ୍ୱାର ବିଧିପୂର୍ବକ ବାଲୁକା ଲିଙ୍ଗ ସ୍ଥାପନ କରାଯାଇ ପୁର୍ଣିମା ଦିନ ସନ୍ଧ୍ୟା ପର୍ଯ୍ୟନ୍ତ ପୂଜା କାର୍ଯ୍ୟ ଚାଲିଥିଲା l ପ୍ରତିଦିନ ଆରତୀ ମହାମୃତ୍ୟଞ୍ଜୟ ମନ୍ତ୍ର କରାଯାଉ ଥିଲା ଏହି ପୂଜା କାର୍ଯ୍ୟ ର ପାଣିମୋରା ର ପୁଝାରୀ ନିରଞ୍ଜନ ଦେହୁରୀ ପୂଜା କାର୍ଯ୍ୟକରିଥିବା ବେଳେ ପୂର୍ଣମୀ ଦିନ କରଣ୍ଡୋଲା ର ପଣ୍ଡିତ ଉପେନ୍ଦ୍ର ନାରାୟଣ ଭୋଇ ବାଲୁଙ୍କେଶ୍ୱର ବାବା ଙ୍କର ହୋମଯଜ୍ଞ କରିଥିଵାବେଳେ  ଦେବି ପ୍ରସାଦ ଭୋଇ ଯଜ୍ଞକର୍ତ୍ତା ପୂଜା ସମପନ ପରେ ସନ୍ଧ୍ୟା ରେ ରାଞ୍ଜନଦୀ କୂଳରେ ବାବା ବାଲୁଙ୍କେଶ୍ୱର ଙ୍କୁ ବିସର୍ଜନ କରାଯାଇଥିଲା

ଏହି ଅବସରରେ ରେ ଛତିଶଗଡ଼ ସିଙ୍ଗଡ଼ା, ଆଉ ସିଙ୍ଗାପୁର ର ମହିଳା ସଂକୀର୍ତ୍ତନ ଦଳ ପରିବେଷଣ କରି ଥିଲେ ସୂଚନା ଯୋଗ୍ୟ ଯେ ଏହି ବାଲୁଙ୍କେଶ୍ୱର ବାବା ପୂଜନ ମହୋସବ ୧୮୦୦ ମସିହା ରେ ଏହି ଗ୍ରାମର ସ୍ବର୍ଗୀୟ ଭୁବନ ଭୋଇ ଏବଂ ସ୍ୱଗୀୟ କୋଇଲି ଭୋଇ ଆରମ୍ଭ କରିଥିଲେ ଯାହାକି ଆଜକୁ ୨୨୧ ବର୍ଷରେ ପଦାର୍ପଣ କରିଛି l ପରମ୍ପରା କୁ ବଜାଇ ରଖିବାପାଇଁ କେବଳ ପୂଜା କାର୍ଯ୍ୟ କରାଯାଇଥିଲା କରୋନା ନିୟମାନୁସାରେ ସାମାଜିକ ଦୂରତା ପୂର୍ବକ ସୋସିଆଲ ମିଡ଼ିଆ ମାଧ୍ୟମରେ ରେ ପରିବେଷଣ କରାଯାଇଥିଲା ଏହି ପୂଜା କାର୍ଯ୍ୟ ଗ୍ରାମର ର ଯୁବବନ୍ଧୁ, କ୍ରିକେଟ କ୍ଲବ ସଦସ୍ୟ ତଥା ଗ୍ରାମର ର ସମସ୍ତ ଅଧିବାସୀ ମାନଙ୍କ ଦ୍ୱାରା ସମ୍ପୂର୍ଣ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like