-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନୂଆଁ ବାଟିମୁଣ୍ଡା ରେ ବର୍ଷାଜଳ ସଂରକ୍ଷଣ ପାଇଁ ସଚେତନତା ରାଲି

20-Nov-2021



ରେଙ୍ଗାଲିକେମ୍ପ:(ନିରଞ୍ଜନ ତ୍ରିପାଠୀ): ବର୍ତ୍ତମାନ  ପରିସ୍ଥିତିରେ ଜଳର ଅଭାବ ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜଳ ସଂରକ୍ଷଣ କରିବା ଅତି  ଗୁରୁତ୍ୱପୂର୍ଣ୍ଣ ହୋଇଯାଇଛି। କିନ୍ତୁ ଲୋକେ ସଚେତନ ନ ହେବା ପର୍ଯ୍ୟନ୍ତ ଏହାର  କୌଣସି ବିକଳ୍ପ ବ୍ୟବସ୍ଥା ଚିନ୍ତା କରିବା ବି ବ୍ୟର୍ଥ ଅଟେ। କାରଣ ଯେ କୌଣସି ବ୍ୟବସ୍ଥାକୁ ,ସମସ୍ୟାକୁ ସମାଧାନ କରିବା ପାଇଁ ପ୍ରଥମେ ଲୋକଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି। ଏହାକୁ  ହୃଦବୋଧ କରି ଅତାବିରା ବ୍ଲକ ସିଲେଟ ପଞ୍ଚାୟତର  ନୂଆଁ ବାଟିମୁଣ୍ଡା ଗ୍ରାମରେ ଜୀବନ ଜ୍ୟୋତି କ୍ରୀଡା ସଂସଦ ପକ୍ଷରୁ ଜଳ ସଂରକ୍ଷଣ ପାଇଁ ଏକ ବିରାଟ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରି ଲୋକଙ୍କୁ ସଚେତନ କରିଥିଲା।  ଏହାପରେ   ଏକ ସାଧାରଣ ବୈଠକ ହୋଇଥିଲା ଯେଉଁଥିରେ  କ୍ରୀଡା ସଂସଦର ସଭାପତି ନରୋତ୍ତମ ସାହୁ    ଜଳ ସଂରକ୍ଷଣ କରିବା ପାଇଁ ଆଜିର ଯୁବ ପିଢ଼ି ମାନଙ୍କୁ  ଆହ୍ବାନ ଦେଇଥିଲେ।  ସଂସଦର ଯୁବକ ମାନେ ଜଳ ସଂରକ୍ଷଣ କରିବା ପାଇଁ ପ୍ରଥମେ ଶପଥ ପାଠ କରିଥିଲେ। ସମାଜ ସେବୀ ଜ୍ୟୋତି କୁମାରୀ ବେହେରା ଓ ମୁନା ନାଏକ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ନେହେରୁ ଯୁବକେନ୍ଦ୍ର ବରଗଡ଼ ର ପ୍ରେରଣା କ୍ରମେ ଏହି ସଚେତନତା ରାଲି  କରାଯାଇଥିବା ବେଳେ ହେମନ୍ତ ଭୁଏ, ଜିତୁ ପଟ୍ଟନାୟକ, କୁନା ଭୁଏ, ତ୍ରିନାଥ କାଲୋ ତଥା ଗ୍ରାମର ଯୁବକ ଯୁବତୀ ମାନେ ସହଯୋଗ କରିଥିଲେ। ପଙ୍କଜ ମିର୍ଦ୍ଧା  ଧନ୍ୟବାଦ ଅର୍ପଣ  କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like