-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର- ଗାନ୍ଧୀ ପାଠାଗାରରେ କରୋନା ପରୀକ୍ଷା ଓ ମାକ୍ସ ବଣ୍ଟନ

06-Nov-2020



 ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)-ବଲାଙ୍ଗିର ଟିକ୍ରାପଡା ଠାରେ ଥିବା ଗାନ୍ଧୀ ପାଠାଗାରରେ ଆଜି ସକାଳେ କରୋନା ପରୀକ୍ଷା ଓ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ପୌର ପରିଷଦ ତରଫରୁ କରୋନା ପରୀକ୍ଷା କରାଯାଇଥିବା ବେଳେ ଗାନ୍ଧୀ ପାଠାଗାର ପକ୍ଷରୁ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବା ସଙ୍ଗେ ମାକ୍ସ ବଣ୍ଟନ କରାଯାଇଥିଲା । ସ୍ୱତଃ ପ୍ରବୃତ୍ତ ଭାବରେ ୧୨୦ ଜଣ ବ୍ୟକ୍ତି ସେମାନଙ୍କ କରୋନା ପରୀକ୍ଷା କରାଇଥିଲେ । ସୂଚନାଯୋଗ୍ୟ ଯେ , ଜିଲ୍ଲା ପ୍ରଶାସନ ତରଫରୁ ସହରର ବିଭିନ୍ନ ସ୍ଥାନରେ କରୋନା ପରୀକ୍ଷା କରାଯାଉଛି । ସେହି କ୍ରମରେ ଗାନ୍ଧୀ ପାଠାଗାରରେ ଶୁକ୍ରବାର କରୋନା ପରୀକ୍ଷା କରାଯାଇଥିଲା । ଆଜିର ଏହି କାର୍ଯ୍ୟାକ୍ରମକୁ ଅତିରିକ୍ତ ଆସିଷ୍ଟାଣ୍ଡ କଲେକ୍ଟର ବିନୋଦ କୁମାର ନାୟକ ତତ୍ୱାବଧନରେ ଏଲଟି ଦେବାଶୀଷ ମିଶ୍ର, ଏଲଟି ଅନୁମିତା ସ୍ୱାଇଁ, ଭିକୁରାମ ଭୋଇ, ଦେବରାଜ ମୁଗ୍ରୀ, ରଙ୍କଜ ସାହୁ, ପୌର ପରିଷଦର ବୁଦ୍ଧିରାମ ତାଣ୍ଡି, ଆର୍ତ୍ତତ୍ରାଣ ସାହୁ  ପ୍ରମୁଖ ପରିଚାଳନା କରିଥିବା ବେଳେ ଟିକ୍ରାପଡା ଗାନ୍ଧୀ ପାଠାଗାରର ସଭାପତି ପ୍ରକାଶ ନେପାକଙ୍କ ନେତୃତ୍ୱରେ  ପୂର୍ବବତନ ସଭାପତି ଭଗବାନ ବଗର୍ତ୍ତି,  ସଂଗ୍ରାମ ବହିଦାର, ପ୍ରମୋଦ ସାହୁ,  ଦୟାନିଧି ବେହେରା ପ୍ରମୁଖ ଉପସ୍ଥିତ ରିହି ଲୋକଙ୍କୁ କରୋନା ବିଷୟରେ ସଚେତନ କରିବା ସହ ମାସ୍କ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗାନ୍ଧୀ ପାଠାଗରର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିବା ସହ ମାକ୍ସ ବଣ୍ଟନ କରିବା ଏବଂ ଲୋକଙ୍କୁ ସଚେତନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like