-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ପ୍ରଥମ ପର୍ଯ୍ୟାୟରେ ୫ଟି ରୂପାନ୍ତର ପର୍ବରେ ଜିଲ୍ଲାର ୪୮ଟି ଉଚ୍ଚ ବିଦ୍ୟାଳୟର  ଲୋକାର୍ପଣ

20-Nov-2021



ପୁରୀ(ସମୀର ରଞ୍ଜନ ନାୟକ) : ମାନ୍ୟବର ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ୫ଟି ଉପକ୍ରମ  ଆଧାରରେ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୪୮ଟି ସ୍କୁଲର ରୂପାନ୍ତରୀକରଣ କାର୍ଯ୍ୟକୁ ଲୋକାର୍ପଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ପୁରୀ ଜିଲ୍ଲା ସମେତ ରାଜ୍ୟର ଦେବଗଡ,ଜଗତସିଂହପୁର,ବଲାଙ୍ଗୀର ଓ କେନ୍ଦ୍ରାପଡା ଜିଲ୍ଲାର ମୋଟ ୧୪୮ ଟି ସ୍କୁଲକୁ ଲୋକାର୍ପଣ କରିଥିବା ବେଳେ ଆଜି ଜିଲ୍ଲାରେ ରୂପାନ୍ତରିତ ହୋଇଥିବା ସ୍କୁଲ ମଧ୍ୟରେ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟଠାରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସବର୍ମା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜ୍ୟୋତିର୍ମୟ

ଦଳାଇ, ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର, ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ,ପୁରୀ ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ପିପିଲି ବିଧାୟକ ଶ୍ରୀ ରୁଦ୍ରପ୍ରତାପ ମହାରଥି ,ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ରହି ମାନ୍ୟବର ମୁଖ୍ୟମନ୍ତୀ ଜିଲ୍ଲାପାଇଁ ପ୍ରଥମ ପର୍ଯ୍ୟାୟରେ ୪୮ ଟି ସ୍କୁଲର ରୂପାନ୍ତରଣ କରିଥିବାରୁ ତାଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରିଥିଲେ । ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଅପର୍ଣ୍ଣା ପଣ୍ତା ମୁଖ୍ୟମନ୍ତ୍ରୀଙ୍କ ସହ କଥାବାର୍ତ୍ତା କରି  ବିଦ୍ୟାଳୟ ସହ ନିଜର ଅନୁଭୂତି ସଂପର୍କରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like