-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ଡାକ୍ତରଙ୍କୁ ଡାକି ଡାକି ଶୁଣିଲେନି... ବାହାରେ ୧ ଘଣ୍ଟା ଅପେକ୍ଷା କରି ଅଟୋରେ ପ୍ରସବ କଲେ ମହିଳା

20-Nov-2021



କୋଦଳା(ଉମା ମହାରଣା) - ସ୍ୱାସ୍ଥ୍ୟ ବିଭାଗ ନିଦ୍ରାରେ। ଲୋକଙ୍କ ସେବା ପାଇଁ ସ୍ୱାସ୍ଥ୍ୟବିଭାଗ ରହିଥିବା ବେଳେ ଲୋକ କିନ୍ତୁ ଏହି ସେବା ପାଇବାରୁ ବଞ୍ଚିତ। ଏକ ଘରୋଇ ସଂସ୍ଥା ଦ୍ୱାରା ପରିଚାଳିତ ସ୍ୱାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥା ବର୍ତମାନ ବଢ଼ିବଢି ଚାଲିଛି। ଡାକ୍ତରଙ୍କୁ ଡାକି ଡାକି ଶୀତ ରାତିରେ ଶେଷରେ

ଅଟୋ ଭିତରେ ସନ୍ତାନ ପ୍ରସବ କଲେ ମହିଳା। ଏମିତି ଏକ ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି ବେଗୁନିଆପଡା ବ୍ଲକ ଅନ୍ତର୍ଗତ ରାହାଡା ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ। ପ୍ରାପ୍ତ ସୂଚନା ଅନୁଯାୟୀ ଏହି ବ୍ଲକ ଅନ୍ତର୍ଗତ ଅଙ୍ଗରଗାଁ ର କାର୍ତିକ ସେଠୀଙ୍କ ପତ୍ନୀ ଝୁନୁ ସେଠୀ ନିଜ ବାପା ଘର କୁମ୍ଭରଗାଁ ରୁ ଅଟୋ ଯୋଗେ ରାହାଡା ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରସବ ପାଇଁ ରାତି ୧ଟା ସମୟରେ ଯାଇଥିଲେ। ସାଙ୍ଗରେ ଆଶା କର୍ମୀ ଥିଲେ। ଯନ୍ତ୍ରଣାରେ ଛଟପଟ ହେଉଥିବା ଝୁନୁ ଅଟୋ ଭିତରେ ଥିବା ବେଳେ ଅଟୋ ଚାଳକ ଡାକ୍ତରଙ୍କୁ ଡାକିଥିଲେ ବି କେହି ହେଲେ କବାଟ ଖୋଲିନଥିଲେ।  ସେଠାରେ ଜଣେ ଏମ ବି ବି ଏସ ଓ ଜଣେ ଆୟୁଷ ଡାକ୍ତର ଥିବା ବେଳେ ଦୁଇ ଜଣ ଡାକ୍ତର  ନିଘୋଡ଼ ନିଦରେ ଶୋଇଥିଲେ ସେମାନେ। ଏପଟେ ବିକଳ ହୋଇପଡିଛି।

ହୋଇ ଝୁନୁ ଚିତ୍କାର କରୁଥିଲେବି ସମୟ ବିତିଯାଉଥିଲା। ଦୀର୍ଘ ୪୫ ମିନିଟ  ଅପେକ୍ଷା କରିବା ପରେ ଶେଷରେ ଝୁନୁ ଅଟୋରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଏହା ପରେ ଅଟୋ ଚାଳକଙ୍କ ପାଟିରେ ଡାକ୍ତରଙ୍କ କବାଟ ଖୋଲିଲା। ଓ ଚିକିତ୍ସା ହେଲା। ଏହି ସ୍ୱାସ୍ଥ୍ୟକେନ୍ଦ୍ରଟି ସ୍ବେଛାସେବୀ ଅନୁଷ୍ଠାନ କରୁଣା ଟ୍ରଷ୍ଟ ଦ୍ୱାରା ପରିଚାଳିତ ହେଉଥିବା ବେଳେ ଏହି ସ୍ୱାସ୍ଥ୍ୟକେନ୍ଦ୍ରଟିରେ ଅବ୍ୟବସ୍ଥା ଲାଗିରହିଥିଲେ ବି ଉକ୍ତ ଟ୍ରଷ୍ଟ କୌଣସି ସମାଧାନ କରିପାରୁନାହାନ୍ତି ବୋଲି ବ୍ୟାପକ ଅଭିଯୋଗ ହେଉଛି। ଦୀର୍ଘ ଦିନ ହେବ ଏଠାରେ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ଏହି ମେଡିକାଲକୁ ତୁରନ୍ତ ସରକାର ହାତକୁ ନେବା ପାଇଁ ଦାବୀ ହେଉଛି। ଏହି ପ୍ରକାର ଅବ୍ୟବସ୍ଥା ଯୋଗୁଁ ପ୍ରସୂତି ସୁମଣ୍ଡଳ ମେଡିକାଲ କିମ୍ବା କୋଦଳା ମେଡିକାଲକୁ ଯିବା ପାଇଁ ଆଗ୍ରହ ପ୍ରକାଶ କରୁଥିବା ବେଳେ ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ଦିନକୁ ଦିନ ଭରସା ତୁଟୁଛି। ଏଣୁ ପ୍ରଶାସନ ତୁରନ୍ତ ଏହାର ପରିଚାଳନା ପାଇଁ ଏହାକୁ ସରକାରୀ ସ୍ତରରେ ହସ୍ତାନ୍ତର କରାଯିବା ଆବଶ୍ୟକ 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like