-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ସରକାର କା ମାଲ ଦରିଆ ମେଁ ଡାଲ :ବାଲିଗୁଡା ଉପଖଣ୍ଡ ରେ ବିଏସଏନଏଲ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ : ୱାନ ସାଇଡ କଲ ସହ ଶୁଭୁନି

20-Nov-2021



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅଞ୍ଚଳରେ କେନ୍ଦ୍ର ସରକାରଙ୍କ ଯୋଜନା ଫେଲ୍ । ସରକାରୀ ଯୋଜନା ଜନ ହିତରେ ଜାରି । କିନ୍ତୁ ଜଣା ପଡୁନାହିଁ ଏଠି ସରକାର ଫେଲ୍ ନା କେନ୍ଦ୍ର ସରକାରଙ୍କ ବାବୁ ମାନେ ଫେଲ । ତୈଳ ଦରବୃଦ୍ଧି , ଖାଉଟି ସାମଗ୍ରୀ ଦରବୃଦ୍ଧି , ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ , ଏବେ ଆଉ ଏକ ଅଭିନବ ଉପାୟରେ କେନ୍ଦ୍ର ସରକାର ଲୁଟୁଥିବା ଅଭିଯୋଗ ହୋଇଛି। ତାହା ପୁଣି ଡିଜିଟାଲ ଇଣ୍ଡିଆର ନାଁ ରେ । ଅଭିଯୋଗ ହୋଇଛି କି ଲୋକ ଯାଇ ଚନ୍ଦ୍ର ପୃଷ୍ଠରେ ଜାଗା କିଣି ଘର ତିଆରି କରିବାକୁ ପ୍ରସ୍ତୁତ ହେଲେଣି, କିନ୍ତୁ ବାଲିଗୁଡ଼ା ଅଞ୍ଚଳରେ ବିଏସ୍ଏନ୍ଏଲ୍ ସେବା ଜନ ସାଧାରଣଙ୍କୁ ଉଚିତ ସେବା ଯୋଗାଇବାରେ ସମ୍ପୂର୍ଣ୍ଣ ବିଫଳ ହୋଇଯାଇଛି । ବାଲିଗୁଡ଼ା ଉପଖଣ୍ଡ କେବଳ , କନ୍ଧମାଳ ଜିଲ୍ଲା ର ବା ଓଡ଼ିଶାର କି  ଭାରତ ବର୍ଷର ବଡ଼ ଉପଖଣ୍ଡ ନୁହେଁ ବରଂ ସମଗ୍ର ଏସିଆ ମହାଦେଶର ସର୍ବବୃହତ ଉପଖଣ୍ଡ କହିଲେ ଅତିଉକ୍ତି ହେବ ନାହିଁ । କିନ୍ତୁ ଏଠିକାର କେନ୍ଦ୍ର ସରକାରୀ ବାବୁ ଓ କର୍ମଚାରୀ ଙ୍କ ଅବହେଳା ନା ଆଉ କିଛି ସମସ୍ୟା ଜନସାଧାରଣ ବୁଝି ପାରୁନାହାନ୍ତି । ବିଏସ୍ଏନ୍ଏଲ୍ ରୁ ଫୋନ୍ କଲେ ଗୋଟିଏ ଥରରେ କେବେ ଫୋନ୍ ଲାଗୁନାହିଁ । ଫୋନ୍ ଆସିଥିଲେ ମଧ୍ୟ ଶୁଭୁ ନାହିଁଁ , ଆଉ ସବୁଠାରୁ ବଡ଼ ବିଷୟ ୨ଜି ରୁ ୪ଜି ହୋଇ ପାରିଲା ନାହିଁ । ସବୁ ବେଳେ ୨ଜି ରେ ହିଁ ରହିଗଲା । ଏହି ସବୁ ସମସ୍ୟା ର ସମାଧାନ ନ କରି କୁଆଡେ କେନ୍ଦ୍ର ସରକାର ଙ୍କ ବିଭାଗୀୟ କର୍ମଚାରୀ ମାନେ ଭୋକ ବିକଳରେ ତାଟିଆ କାମୁଡ଼ା ନିତି କରିବା ଅଭିଯୋଗ ହେଉଛି । ଏହି ସମସ୍ୟାର ସମାଧାନ ତୁରନ୍ତ ନ କଲେ ଘରୋଇ କମ୍ପାନୀ ଗୁଡିକ ମାଡି ବସିଲେ ବିଏସଏନଏଲ ସମଗ୍ର ଅଞ୍ଚଳରେ ଲୋପ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି  ।ଏଣୁ ବେଳ ଥାଉ ଥାଉ ସମାଧାନ କରିପାରିଲେ ବିଏସଏନଏଲ ଗ୍ରାହକ ସନ୍ତୁଷ୍ଟ ହୋଇ ପାରିବେ l ଅନ୍ୟଥା  ଏପଟେ ଜନ ଆନ୍ଦୋଳନ ପାଇଁ ପ୍ରସ୍ତୁତି ହେଉଥିବା ଜଣାପଡିଛି ।ଏ ସମ୍ପର୍କ ରେ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରାଯାଇଥିଲେ ହେଁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like