-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜାଗା ମିଶନ ପଟ୍ଟା ଏବଂ ପ୍ରଧାନମନ୍ତ୍ରୀ ଆବାସ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

06-Nov-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର): ଭିଲେଜର୍ସ ଇଣ୍ଡିଆ ପାର୍ଟି ଏବଂ ବଲାଙ୍ଗିର ଭୁମିହୀନ ମହିଳା ସଂଘ ପକ୍ଷରୁ ଜାଗା ମିଶନ ପଟ୍ଟା ଏବଂ ପ୍ରଧାନ ମନ୍ତ୍ରୀ ଆବାସ ପାଇଁ  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ବଲାଙ୍ଗିର ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀଙ୍କ ଜରିଆରେ  ପ୍ରଦାନ କରାଯାଇଛି । ଶତାଧିକ ଭୁମିହୀନ ଗରିବ ମହିଳା ମାନେ ଭିଲେଜର୍ସ ଇଣ୍ଡିଆ ପାର୍ଟି  କାର୍ଯ୍ୟକର୍ତ୍ତା ଙ୍କ ସହ  ଜାଗା ମିଶନ ପଟ୍ଟା ପାଇଁ ବଲାଙ୍ଗିର ମ୍ୟୁନିସିପାଲିଟି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ଦାବିପତ୍ର କାର୍ଯ୍ୟ ନିର୍ବାହୀ ଅଧିକାରୀ  ବିପିନ ବିହାରୀ ଦୀପଙ୍କ ଜରିଆରେ ଦିଆଯାଇଛି । ଶ୍ରୀ ଦୀପ ସମସ୍ତ କାର୍ଯ୍ୟକର୍ତ୍ତା ଙ୍କୁ ପୁନଃ ସରକାରଙ୍କର ଆଦେଶରେ ଜାଗା ମିଶନ ପଟ୍ଟାରେ ବଞ୍ଚିତ ହିତାଧିକାରୀଙ୍କୁ ପଟ୍ଟା ଓ  ବଳକା ରହିଯାଇଥିବା ଭୁମିହୀନ ଆବେଦନକାରୀଙ୍କୁ ନୂତନ ସର୍ଭେ କରିବାପାଇଁ ଆଶ୍ୱାସନା ଦେଇ କହିଛନ୍ତି ଯେ, ଭିଲେଜର୍ସ ଇଣ୍ଡିଆ ପାର୍ଟି ଦ୍ୱାରା ବାରମ୍ବାର ବିକ୍ଷୋଭ, ଧାରଣା ଓ ଦାବିପତ୍ର ଦେବା ଦ୍ୱାରା ଏ ପର୍ଯ୍ୟନ୍ତ ୮୫୦୦ ଜାଗାମିଶନ ହିତାଧିକାରୀଙ୍କ ଠାରୁ ୫୩୭୫ ଜଣ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରାଯାଉଛି । ବଲାଙ୍ଗିର ମୁନିସିପାଲିଟି ର ସମସ୍ତ ୱାର୍ଡ ଓ ପଡା ର କେଉଁ କେଉଁ ଭୁମିହୀନ ମାନେ ବାଦ ପଡିଛନ୍ତି ତାହର ତାଲିକା ପ୍ରଦାନ କରିବାକୁ  ଶ୍ରୀ ଦୀପ କହିଛନ୍ତି, ଯଦ୍ୱାରା ରାଜ୍ୟ ସରକାର ଅନୁମତିରେ ପୁନଃ ଡ୍ରୋନ କ୍ୟାମେରା ଏବଂ ଉଷା ସର୍ଭେ କାର୍ଡ ଭୂମିହୀନ ହିତାଧିକାରୀଙ୍କୁ ବଣ୍ଟନ କରାଯାଇ ପାରିବ ।  ଏହି ବିକ୍ଷୋଭରେ ଭିଆଇପି ଅଧ୍ୟକ୍ଷ ଡ. ବିପିନ କୁଶୁଲିଆଙ୍କ ସମେତ ମହାସଚିବ ନରେନ୍ଦ୍ର କୁମାର ପଟେଲ ଏବଂ ବଲାଙ୍ଗିର ଭୁମିହୀନ ମହିଳା ସଂଘ କାର୍ଯ୍ୟକର୍ତ୍ତା କୁନୁ ମହାପାତ୍ର, ମୀନା ଷଡଙ୍ଗୀ, ସରିତା ସାହୁ, ଝୁନୁ ରଣା, ସବିତା ନାଗ, କିଶୋର ନାଗ, ଭୀମ ନାଗ, ହରେକୃଷ୍ଣ ସାହୁ, ପ୍ରମୋଦିନି ସାହୁଙ୍କ ସମେତ ଶତାଧିକ ମହିଳା ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like