-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଖେଳ

୫୦ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ସେମି ଫାଇନାଲ ମ୍ୟାଚ ଅନୁଷ୍ଠିତ

21-Nov-2021



ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଅନ୍ତର୍ଗତ କାନୁଟ ଗ୍ରାମ ସହୀଦ ଭଗତ ସିଂହ ପାଠାଗାର ପକ୍ଷରୁ ୫୦ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ସେମି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଅଛି। ସୂଚନାଯୋଗ୍ୟ ଯେ ଗତ ତା.୧୦.୧୧.୨୧ ରୁ ଆରମ୍ଭ ହୋଇଥିବା ବେଳେ ୨୪ ଟି ଦଳ ଅଂଶଗ୍ରହଣ କରିଥିଲେ ଏବଂ ଆଜି ମଧ୍ୟପୁର ଓ ଦର୍ଲିମୁଣ୍ଡା ସେମି ଫାଇନାଲରେ ପହଞ୍ଚି ଥିଲେ। ମଧ୍ୟପୁର ଓ ଦର୍ଲିମୁଣ୍ଡା ମଧ୍ୟରେ ରୋମାଞ୍ଚକର ଖେଳ ଚାଲିଥିଲା ଓ ପ୍ଳାନ୍ଟିକ ସୁଟଆଉଟ ରେ ଦର୍ଲିମୁଣ୍ଡା ୨.୧ ଗୋଲ୍ ରେ ବିଜୟ ହାସଲ କରିଛି । ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଆଇନ୍ ମନ୍ତ୍ରୀ ତଥା ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ଯୁକ୍ତ ନରସିଂହ ମିଶ୍ର ଯୋଗଦାନ କରି କାର୍ଯ୍ୟକୁ ସାଫଲ୍ୟ ମଣ୍ଡିତ କରିଛନ୍ତି। ତାଙ୍କ ସହ ସମ୍ମାନିତ ଅତିଥି ଭାବେ କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ପୁରୋହିତ, କଂଗ୍ରେସ ଦଳର ବ୍ଳକ ସଭାପତି ନରେନ୍ଦ୍ର ମେହେର ସମେତ ଅନେକ କଂଗ୍ରେସ କର୍ମୀ

ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଆଗାମୀ ଦିନରେ ଆହୁରି ସୁନ୍ଦର ଭାବେ ଖେଳିବାକୁ ଉପଦେଶ ଦେଇଥିଲେ। ବିନା ସରକାରୀ ସହାୟତାରେ ଦୀର୍ଘ ୫୦ ବର୍ଷ ଧରି କାନୁଟ ଗାଁ ର ଭଗତ ସିଂହ ପାଠାଗାର ଅନୁଷ୍ଠାନ ବେଲପଡା  ବ୍ଳକ ରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚଲାଇଥିବା

ବେଳେ ଏହା ଏକ ଉଦାହରଣ ସୃଷ୍ଟି କରୁଛି।ଏହା ପ୍ରତି ପ୍ରଶାସନ ପକ୍ଷରୁ କିଛି ଆର୍ଥିକ ସାହାଯ୍ୟ ମିଳିଯାଏ ତେବେ ଆହୁରି ସୁନ୍ଦର ଭାବେ ଖେଳ ହୁଅନ୍ତା ବୋଲି ଅଞ୍ଚଳର ଲୋକେ ଦାବି କରିଛନ୍ତି।ଏଥର ମ୍ୟାଚ କୁ ୫୦ ବର୍ଷ ପୂରଣ ହୋଇଥିବାରୁ ଏହାକୁ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଗୋଲ୍ଡେନ ଜୁବ୍ଳି ଭାବେ ବିବେଚନା କରାଯାଇଛି ବୋଲି ସଭାପତି ଅମୀୟ ପ୍ରଧାନ ଓ ସମ୍ପାଦକ କ୍ଷୀତିସ ନାୟକ ମନ୍ତବ୍ୟ ଦେଇଛନ୍ତି। ଆସନ୍ତା ୨୩/୨୧/୨୧ ମଙ୍ଗଳବାର ଦିନ ଝରଣୀ ଓ ଦର୍ଲିମୁଣ୍ଡା ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଶେଷ ପର୍ଯ୍ୟାୟରେ କିଏ ବିଜୟୀ ହୋଇ ପ୍ରଥମ ପୁରସ୍କାର ଲାଭ କରିବ ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like