-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ମମିତା ମେହେର ହତ୍ୟା ମାମଲା: ଗୋବିନ୍ଦ ସାହୁର ସ୍ୱାକ୍ଷର ପରୀକ୍ଷା ଆବେଦନ ଶୁଣାଣି ଘୁଞ୍ଚିଲା

21-Nov-2021



ବଲାଙ୍ଗୀର: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ସ୍ୱାକ୍ଷର ପରୀକ୍ଷା ଆବେଦନ ଶୁଣାଣି ତାରିଖ ଘୁଞ୍ଚିଥିବା ଜଣାଯାଇଛି। ଗତକାଲି ପୁଲିସ ପକ୍ଷରୁ ଗୋବିନ୍ଦ ସାହୁର ଦସ୍ତଖତ ପରୀକ୍ଷା ଲାଗି ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଆବେଦନ କରାଯାଇଥିଲା ଏହାର ଶୁଣାଣି ପାଇଁ ଜେଏମଏଫସି କୋର୍ଟ ୨୪ ତାରିଖକୁ ଧାର୍ଯ୍ୟ କରିଛନ୍ତି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନସାଇନ୍‌ ପବ୍ଲିକ ସ୍କୁଲର ମାଲିକ ଗୋବିନ୍ଦ ସାହୁକୁ  ବଲାଙ୍ଗୀର ପୁଲିସ ବଙ୍ଗୋମୁଣ୍ଡା ବ୍ଲକ ବୁଢ଼ିପଦରରୁ ଗିରଫ କରିଥିଲା। ଗିରଫ ସମୟରେ ଗୋବିନ୍ଦ ନିଜର ସାନଭଉଣୀ ଘରେ ଲୁଚିଥିଲା। ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବ୍ୟବହାର କରିଥିବା ଜେସିବି ଓ ସ୍କୁଟି ଜବତ ହୋଇଥିଲା। ଏହାଛଡ଼ା ଅଭିଯୁକ୍ତ ଗୋବିନ୍ଦ ସାହୁର ପରିବାର ଲୋକଙ୍କୁ ମଧ୍ୟ ପୁଲିସ ଜେରା କରିଥିଲା। ହତ୍ୟାକାଣ୍ଡରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ପୁଲିସ ତଦନ୍ତ ଜାରି ରଖିଥିଲା।
ମମିତା ମେହେର ହତ୍ୟାକାଣ୍ଡରେ ପୁଲିସ ହାତରେ ଲାଗିଥିବା ପ୍ରମାଣର ତାଲିକା ସାମ୍ନାକୁ ଆସିଛି। ତାଲିକାରୁ ସ୍ପଷ୍ଟ ଜଣାପଡୁଛି ଅଭିଯୁକ୍ତମାନେ ଖସିବାର ସବୁ ବାଟ ଖୋଲା ରହିଛି। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବ୍ୟବହାର କରିଥିବା କାର୍‌ ପୁଲିସ ଜବତ କରିଥିଲା। ସେଥିରୁ କିଛି ସାମଗ୍ରୀ ଜବତ ହୋଇଥିଲା। ଏପରିକି ମହାଲିଙ୍ଗ ମିନିଷ୍ଟାଡିୟମରୁ ପୁଲିସ ସାଇଣ୍ଟିଫିକ ଟିମ୍‌ ବିଭିନ୍ନ ସାମଗ୍ରୀ ଜବତ କରିଥିଲା। ପ୍ରାୟ ୭୦ଟି ଆଇଟମ୍‌ ଫରେନସିକ ଲାବ୍‌କୁ ପଠାଯାଇଛି। ସେଥିରେ କିନ୍ତୁ ମାମଲାର ମୁଖ୍ୟ ରହସ୍ୟ ଥିବା କୁହାଯାଉଥିବା ମୋବାଇଲ୍‌ ଫୋନ୍‌ ସଂପର୍କିତ କିଛି ତଥ୍ୟ ନାହିଁ। ଡିଆଇଜି ଶେଷ ସାମ୍ବାଦିକ ସମ୍ମିଳନୀରେ ମମିତା ମୋବାଇଲ୍‌କୁ ନେଇ ଯାହା କିଛି କହିଥିଲେ (ପୋଡ଼ା ପ୍ଲାଷ୍ଟିକ ମେଟେରିଆଲ୍ସ) ତାହା କେସ୍‌ ରେକର୍ଡର ଜବତ ତାଲିକାରେ ନଥିବା ଜଣାପଡ଼ିଛି। ଅନ୍ୟପଟେ ସିଧାସଳଖ କୌଣସି ପ୍ରମାଣ ପୁଲିସ ପାଖରେ ନାହିଁ। ଏଣୁ ପ୍ରମାଣ ଯୋଗାଡ଼ ଲାଗି ପୁଲିସ ଗୋବିନ୍ଦ ସାହୁର ସ୍ୱାକ୍ଷର ପରୀକ୍ଷା କରିବାକୁ ଚାହୁଁଥିବା କୁହାଯାଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like