-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଖେଳ

ବାଞ୍ଜିତଳିଏନ କ୍ରିକେଟ କପ- ବଲାଙ୍ଗୀର ଚମ୍ପିୟାନ

21-Nov-2021



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ବାଲିପଟା ଗ୍ରା:ପ:ଅନ୍ତର୍ଗତ ଖଳିଆ ଗ୍ରାମ କ୍ରିକେଟ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହେଇଥିବା  ବାଞ୍ଜିତଳିଏନ କ୍ରିକେଟ ଏସୋସିଏସନ ତରଫରୁ ବାଞ୍ଜିତଳିଏନ କ୍ରିକେଟ କପ ର ଫାଇନାଲ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ  ମୁଖ୍ୟ ଅତିଥି ଭାବରେ ପାଟଣାଗଡ଼ ବିଧାୟକ ଶ୍ରୀ ସରୋଜ କୁମାର ମେହେର ଯୋଗଦାନ କରିଥିଲେ।ଓ ସମ୍ମାନୀତ ଅତିଥି ଭାବେ ବିଧାୟକ ପ୍ରତିନିଧି ହିମାଞ୍ଚଳ ପଧାନ, ସମାଜ ସେବୀ ଗିରିରାଜ ଭୋଇ ଯୋଗଦେଇ ଫାଇନାଲ ଖେଳକୁ ପ୍ରବେଶ କରିଥିବା ଉଭୟ ଖଳିଆ ଦଳ ଓ ବଲାଙ୍ଗୀର ଦଳକୁ ଉତ୍ସାହିତ କରିଥିଲେ । ପ୍ରଥମରୁ ଉଭୟ ଦଳ ସଂଘର୍ଷପୂର୍ଣ୍ଣ ଖେଳ ଖେଳି ଫାଇନାଲ କୁ ପ୍ରବେଶ କରିଥିବାରୁ

ଶୁଭେଚ୍ଛା ଜଣାଇଥିଲେ । ଆଜିର ଫାଇନାଲ ଖେଳରେ ବଲାଙ୍ଗୀର ଦଳ ଟସ ଜିତି ପ୍ରଥମେ ବେଟିଂ ନିଷ୍ପତ୍ତି ନେଇଥିଲେ।୭ଓଭର ରେ ସମସ୍ତ ଉଇକେଟ ବିନିମୟରେ ୫୮ରନ ସଂଗ୍ରହ କରିବାରେ ସକ୍ଷମ ହୋଇଥିଲେ ଏବଂ ପ୍ରତିଜବାବ ରେ ଖଳିଆ ଦଳ ୫ଉଇକେଟ ରେ ୪୯ ରନ ସଂଗ୍ରହ କରି ବଲାଙ୍ଗୀର ଦଳ ଠାରୁ ପରାଜିତ ହୋଇଥିଲେ । ମ୍ୟାନ ଅପ ଦ ମ୍ୟାଚ ବଲାଙ୍ଗୀର ଦଳର ଆଶିଷ  କୁ ଏକ ମୋବାଇଲ ଉପହାର ଦିଆଯାଇଥିବା ବେଳେ ମ୍ୟାନ ଅପ ଦ ସିରିଜ ଖଳିଆ ଦଳର ବିପିନ ବନଛୋର  କୁ ଗୋଟିଏ ସାଇକେଲ ପ୍ରଦାନ କରାଯାଇଥିଲା । ବେଷ୍ଟ ଫିଲ୍ଡର ଭାବେ ବଲାଙ୍ଗୀର ଦଳର ସୁବାସ କୁ ପୁରସ୍କୃତ କରାଯାଇଥିଲା  । ଏବଂ ବେଷ୍ଟ ବୋଲର ଭାବରେ ଥବୀର ମାଝୀ କୁ ସମ୍ମାନ କରିଥିଲେ। , ବେଷ୍ଟ ଉଇକେଟ କିପର ଅରୁଣ ନାଏକ , ବେଷ୍ଟ ସିକ୍ସର ଅନୀଲ ବନଛୋର ,ବେଷ୍ଟ ଅମ୍ପାୟାର ନୀଳ କଠାର କିରଣ ଭୋଇ,ବେଷ୍ଟ କମେଣ୍ଟଟେଟର ରହସ୍ୟ ସାହୁ, ବେଷ୍ଟ ସ୍କୋରର ସମୀର ନାଏକ, ବିଭୁତି ସାହୁ ଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା ।ଆଜିର ମ୍ୟାଚ କୁ ଓଡିଶା କ୍ୱାଲିଫାଏଡ଼ ଅମ୍ପାୟାର କିରଣ କୁମାର ଭୋଇ ଓ ବିନୋଦ ନାଏକ ପରିଚାଳନା କରିଥିଲେ । ସ୍କୋରର ଭାବରେ ସମୀର ନାଏକ ଦାୟିତ୍ୱ ତୁଳାଇଥିଲେ ଓ ରହସ୍ୟ ସାହୁ ଧାରାବିବାରଣୀ   ପ୍ରଦାନ କରିଥିଲେ । ଉପ ବିଜେତା ଦଳ   କୁ ଦଶ ହଜାର ଟଙ୍କା ପୁରସ୍କାର ରାଶି ସହ ଟ୍ରଫି ଓ ବିଜେତା    ଦଳକୁ କୋଡିଏ ହଜାର ଟଙ୍କା ପୁରସ୍କାର ରାଶି ସହ ଟ୍ରଫି ପ୍ରଦାନ କରିଥିଲେ

ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି । ବାଞ୍ଜିତଳିଏନ କ୍ରିକେଟ ଏସୋସିଏସନ ର ସଭାପତି ମନୋଜ ଲୁହା, ସଭ୍ୟ ହିମାଂଶୁ ସାହୁ, ଯୁବରାଜ ସିଂ, ଭାସ୍କର ସାହୁ, ନାରାୟଣ ନାଏକ, ଚନ୍ଦ୍ର ଲୁହା, ସୌକିଲାଲ ଲୁହା,କସ୍ତୁଭ ସାହୁ, ଶଙ୍କର ସାହୁ, ସାଗର ସାହୁ, ମିନିକେତନ ସିଂ, ଭୁବନେଶ୍ୱର ବନଛୋର, ସୁବାସ ସିଂ, ହୀରାଧାର ନାଏକ, ମକୁନ୍ଦ ପୁଟେଲ, ଚକ୍ର ଧର ସାହୁ, ଭକଚନ ସାହୁ, ସୁଦାମ ନାଏକ, ଚମ୍ପେଶ୍ୱର ବନଛୋର, ରାଜିନ ବନଛୋର, ନେତ୍ରମଣି ଠାକୁର, ବିପିନ ବନଛୋର, ଅରୁଣ ନାଏକ, ଅବିନାଶ ଲୁହା, ଅନୀଲ ବନଛୋର,ତୁଳରାମ ନାଏକ,ଉପେନ୍ଦ୍ର ବନଛୋର, ନିରାକାର ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଖେଳ ପଡ଼ିଆ ର ଚତୁପାର୍ଶ୍ୱ ରେ ହଜାର ହଜାର ଦର୍ଶକ କରତାଲି ପଡୁଥିବା ଯୋଗୁଁ  ଖେଳାଳି ମାନଙ୍କୁ ରୋମାଞ୍ଚକର ଅନୁଭୂତି ହେଉଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like