-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ମଣିଷ ନିଶରେ ତିଆରି ହୋଇଛି ଏକ ବିଚିତ୍ର ପୋଷାକ

21-Nov-2021



ନୂଆଦିଲ୍ଳୀ:  ଦୁନିଆରେ ଅନେକ ଲୋକ ପଶୁମାନଙ୍କ ଚମଡାରୁ ତିଆରି ପୋଷାକ ପିନ୍ଧିବାକୁ ଭଲ ପାଆନ୍ତି । ନିକଟରେ ଏକ କମ୍ପାନି ମଣିଷ ନିଶରେ ବିଚିତ୍ର ପୋଷାକ ତିଆରି କରିଛି। ଏହା ଶୁଣି ଆପଣଙ୍କୁ ଆଶ୍ଚର୍ଯ୍ୟ ଲଗୁଥିଲେ ବି ଘଟଣାଟି ସତ।

ଅଷ୍ଟ୍ରେଲୀୟନ ମେନସୱେର୍ ବ୍ରାଣ୍ଡ ପୋଲିଟିକ୍ସ କମ୍ପାନି ପୁରୁଷଙ୍କ ନିଶରୁ ଏକ ସୁଟ୍ ପ୍ରସ୍ତୁତ କରିଛି। ଭିଜୁଆଲ୍ ଆର୍ଟିଷ୍ଟ ପାମେଲା କ୍ଲିମାନ୍-ପାସିଙ୍କ ସହ ମିଶି ପଲିଟିକ୍ସ ମେନସୱେର୍ ବ୍ରାଣ୍ଡ କମ୍ପାନି ଏହି ସୁଟ୍ ତିଆରି କରିଛି । ଚଳିତ ବର୍ଷର ଇଭେଣ୍ଟରେ ଏହି ସୁଟକୁ ପ୍ରଦର୍ଶିତ କରାଯାଇଥିଲା।
ଏହି ସୁଟକୁ ମୋ-ହେୟାର ସୁଟ୍ ନାମରେ ନାମିତ କରାଯାଇଛି । ମେଲବୋର୍ଣ୍ଣରେ ରହୁଥିବା ଭିଜୁଆଲ୍ ଆର୍ଟିଷ୍ଟ ପାମେଲା କ୍ଲିମାନ୍-ପାସି ଏହି ସୁଟ୍ ତିଆରି କରିବା ପାଇଁ ବିଭିନ୍ନ ସେଲୁନ୍‌କୁ ଯାଇ ନିଶ ସଂଗ୍ରହ କରିଥିଲେ। ଏହି ନିର୍ଦ୍ଦିଷ୍ଟ ପ୍ରୋଜେକ୍ଟ ପାଇଁ, ଲୋକମାନେ ନିଶ କାଟିକି ସେହି ନିଶଗୁଡିକୁ ପ୍ୟାକେଟ୍‌ କରି ପଠାଉଥିଲେ ।

ପ୍ରଥମେ ଏହି ନିଶଗୁଡିକ କାଟିବା ସହ ସୂତା ଆକାରରେ ସିଲେଇ କରି  ଫ୍ୟାବରିକ୍‌  ଭାବେ ତିଆରି କରାଯାଇଥିଲା । ପଲିଟିକ୍ସ ମେନସୱେର୍ ବ୍ରାଣ୍ଡର ଡିଜାଇନ୍ ମ୍ୟାନେଜର ପଲ୍ ବର୍ଡେନ୍ ଏହାକୁ କାଟିକି ଏକ ସିଙ୍ଗଲ ବ୍ରେଷ୍ଟେଡ୍‌ ସୁଟ୍‌ ତିଆରି କରିଥିଲେ । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like