-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମୂଖ୍ୟମନ୍ତ୍ରୀଙ୍କ ସୁବର୍ଣ୍ଣପୁର ଗସ୍ତ ବେଳେ ପଦୋନ୍ନତି ଆଶାୟୀ ଶିକ୍ଷକ ଙ୍କ ତରଫରୁ ଦାବି ପତ୍ର ପ୍ରଦାନ ନିଷ୍ପତି

21-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ଥିତ ଯୋଗେଶ୍ୱର ମନ୍ଦିର ପରିସରରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍କୁଲରେ କାର୍ଯ୍ୟରତ ଲେବୁଲ ଭି(ଏ) ପ୍ରାଥମିକ ଶିକ୍ଷକଙ୍କ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ଶଶାଙ୍କ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ଵୈଠକରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଶତାଧିକ ଶିକ୍ଷକ/ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତି ଭେଟିକୁ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏକ କ୍ୟାଲେଣ୍ଡର ଅଫ୍ ଏକ୍ଟିଭିଟି ତିଆରି କରିଥିଲେ ।ଯାହାକି ୩୦ସେପ୍ଟେମ୍ବର ସୁଦ୍ଧା ଶିକ୍ଷକଙ୍କ ପଦୋନ୍ନତି କାର୍ଯ୍ୟକ୍ରମକୁ ଶେଷ କରିବାକୁ ସରକାରଙ୍କ ନିର୍ଦ୍ଦେଶ ରହିଥିଲା । ହେଲେ ଜିଲ୍ଲା ଶିକ୍ଷା ବିଭାଗର ଆନ୍ତରିକତାର ଅଭାବ ଯୋଗୁଁ ପଦୋନ୍ନତି କାର୍ଯ୍ୟ ଆଗେଇ ପାରୁନାହିଁ ବୋଲି ଶିକ୍ଷକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।ସୂଚନା ଯୋଗ୍ୟ ଯେ ଏହି କ୍ୟାଡ଼ର ଶିକ୍ଷକଙ୍କ ଚୂଡ଼ାନ୍ତ ଗ୍ରେଡେଶନ ତାଲିକା ଦୀର୍ଘ ଏକ ମାସ ପୂର୍ବରୁ ପ୍ରକାଶିତ ହୋଇଥିଲେ ମଧ୍ୟ ଶିକ୍ଷକଙ୍କୁ ଭି(ବି) ପଦବୀକୁ ପ୍ରମୋଶଣ ଦିଆଯାଇ ପାରି ନଥିବାରୁ ଜିଲ୍ଲାର ପ୍ରାୟ ୨ହଜାର ଶିକ୍ଷକ ପ୍ରଭାବିତ ହୋଇଥିବା ଶିକ୍ଷକମାନେ ଅଭିଯୋଗ କରିଛନ୍ତି l ତେବେ ଏହି ସମସ୍ତ ବିଷୟକୁ ନେଇ ଆଗାମୀ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସୁବର୍ଣ୍ଣପୁର ଗସ୍ତ ଅବସରରେ ଉକ୍ତ ଦାବି ଦିଆଯିବ ବୋଲି ନିଷ୍ପତି ନିଆଯାଇଛି । ଅନୁଷ୍ଟିତ ଏହି ଵୈଠକରେ ଶିକ୍ଷକ ଦୋଳ ଗୋବିନ୍ଦ ପଣ୍ଡା,ଶ୍ରୀନିବାସ ରଥ,ସଞ୍ଜୟ ପଣ୍ଡା,ପ୍ରାଣବନ୍ଧୁ ସାହୁ,ହୃଷୀକେଶ ଚାନ୍ଦ,ପରମାନନ୍ଦ ପ୍ରଧାନ,ଦୀନବନ୍ଧୁ ଗଡ଼ତ୍ୟା,ଜ୍ୟୋତି ପ୍ରଧାନ,ମନୋଜ ସାହୁ ପ୍ରମୁଖ ବକ୍ତବ୍ୟ ରଖିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like