-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

ସୃଜନ ସଳିତା ନବନୀତା ର ପୂଜା ସଂଖ୍ୟା ଉନ୍ମୋଚିତ

06-Nov-2020



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ରୁ ପ୍ରକାଶ ପାଉଥିବା ସାହିତ୍ୟ ପତ୍ରିକା ସୃଜନ ସଳିତା ନବନୀତା ର ପୂଜା ସଂଖ୍ୟା ଏକ ଅନ୍‌ଲାଇନ କାର୍ଯ୍ୟକ୍ରମରେ ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ  ବିଶିଷ୍ଟ ହିନ୍ଦି କବି ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ, କୋଲକାତା ର ଆଂଚଳିକ ଅଧିକାରୀ ଡ. ଦେବେନ୍ଦ୍ର କୁମାର ଦେବେଶ । ପତ୍ରିକାର ପ୍ରଶଂସା କରିବା ପୂର୍ବକ ସାମ୍ପ୍ରତିକ ସାହିତ୍ୟ ସମ୍ପର୍କରେ ସେ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରକାଶକ ରାଜେଶ ଝାଙ୍କର ପ୍ରାରମ୍ଭିକ ସୂଚନା ଏବଂ କାର୍ଯ୍ୟନିର୍ବାହୀ ସମ୍ପାଦକ ମୀନ୍‌କେତନ ବାରଲେବଡିଆ ସ୍ୱାଗତ ଭାଷଣ ଦେଇଥିଲେ । କାର୍ଯ୍ୟକ୍ରମରେ ଗାଳ୍ପିକ ପ୍ରଦୀପ ମିଶ୍ର, କବି ରାମକୃଷ୍ଣ ସାହୁ, ସରୋଜ, ସୌଭାଗ୍ୟବନ୍ତ ମହାରଣା, ଲକ୍ଷ୍ମୀ ନାରାୟଣ ହୋତା, ଲକ୍ଷ୍ମଣ ମେହେର, ଦିଲୀପ ବେହେରା, କୌତୁକ, ପନ୍ଦର, ଯୁଜେଷ୍ଟି ମେହେର, ଜଗନ୍ନାଥ ସାହୁ, ସତ୍ୟାନନ୍ଦ ଭୋଇ, ରଞ୍ଜିତ ମିଶ୍ର ପ୍ରମୁଖ ସାହିତ୍ୟିକ ଯୋଗ ଦେଇ ପତ୍ରିକା ସମ୍ପର୍କରେ ଆଲୋଚନା କରିଥିଲେ । ଲୋକଗୀତ ପରିବେଷଣ କରିଥିଲେ କଣ୍ଠଶିଳ୍ପୀ ଦିଲୀପ ଦୀପ । ସମ୍ପାଦକ କ୍ଷେତ୍ରବାସୀ ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସହ ସମ୍ପାଦକ ଶିବ ପ୍ରସାଦ ସା ଧନ୍ୟବାଦ ଦେଇଥିଲେ । ପତ୍ରିକାର ପୂଜା ସଂଖ୍ୟାରେ ୪ଟି ସାକ୍ଷାତକାର, ୧୬ଟି ପ୍ରବନ୍ଧ, ୧୫ଟି ଗଳ୍ପ, ୫୧ଟି କବିତା ସହିତ କଳା ସଂସ୍କୃତି କୁ ନେଇ ମନଛୁଆଁ ଫିଚର ସ୍ଥାନୀତ ହୋଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like