-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଖେଳ

ନେହେରୁ ସ୍ପୋର୍ଟିଂ କ୍ଳବ ର ପ୍ରଥମ ବର୍ଷ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ ଅନୁଷ୍ଠିତ

21-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଡେବ୍ରିପାଲି ଗାଁ ନେହେରୁ ସ୍ପୋର୍ଟିଂ କ୍ଳବ ତରଫରୁ ପ୍ରଥମ ବର୍ଷ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ ହୋଇଥିଲା।ତା.୧୨/୧୧/୨୧ ରୁ ଆରମ୍ଭ ହୋଇ ୨୦/୧୧/୨୧ ରେ ଫାଇନାଲ ମ୍ୟାଚ ହୋଇଥିଲା। ଏହି ଫୁଟବଲ ପ୍ରତିଯୋଗିତା ରେ ୧୬ ଟି ଦଳ ଭାଗ ନେଇଥିବା

ବେଳେ ସମସ୍ତ ଙ୍କୁ ପରାଜିତ କରି ବାହାବଲ ଓ ଖୁଟନାପାଣି ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା। ଫାଇନାଲ ରଣରେ ବାହାବଲ ଦଳକୁ ଗୋଟିଏ ଗୋଲ ଦେଇ ଖୁଟନାପାଣୀ ବିଜୟ ହାସଲ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରତିନିଧି ଗଣେଶ କୁମ୍ଭାର ଯୋଗଦେଇ ଖେଳାଳି ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ତେତେଲମୁଣ୍ଡା ପଞ୍ଚାୟତ ସମିତି ସଭ୍ୟ ଶୁକ୍ରୁ ସୁନାନୀ, ପୂର୍ବତନ ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ବନୀତା ଖମାରୀ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରୁଥିଲେ। ଏହି ପ୍ରତିଯୋଗିତାରେ ରାଜେନ୍ଦ୍ର ସେଠ ରେଫରି କାର୍ଯ୍ୟ ତୁଲାଇଥିବା ବେଳେ ତ୍ରିନାଥ ଚନ୍ଦନ ଓ ଚୈତନ୍ୟ ସାହୁ ଅମ୍ପେୟାର ଭାବେ କାର୍ଯ୍ୟ ତୁଲାଇଥିଲେ। ଏହି ଫୁଟବଲ ପ୍ରତିଯୋଗିତା କମିଟି ରେ ଗାଁ ର ଫକିର ଖମାରୀ (ସଭାପତି), ନେତ୍ରାନନ୍ଦ ନାଗ (ସମ୍ପାଦକ), କିଶୋର କୁମାର ବିଶି (କ୍ୟାପଟେନ) ଦାୟିତ୍ଵ ଗ୍ରହଣ କରିଥିବା

ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଦାୟିତ୍ବ ରେ ଲୋକନାଥ ନାଏକ, ଲମ୍ବୋଦର ଭୁଏ, ଗଜାନନ ବିଶି,ଭମର ବର୍ଗେ,ଗଦି ଚନ୍ଦନ, ସୁଦାମ ଭୁଏ ସାମିଲ ହୋଇଥିଲେ। ଆଗାମୀ ଦିନରେ ଆହୁରି ସୁନ୍ଦର ଭାବେ ଖେଳ ପ୍ରତିଯୋଗିତା କରିବାକୁ ଫକିର ଖମାରୀ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like