-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ବର୍ଣ୍ଣିମ ଭବନ ଉଦଘାଟନ ସମାରୋହ, ସମର୍ପିତ ଭାବନା ଓ କର୍ତ୍ତବ୍ୟ ହିଁ ସୁସ୍ଥ ଓ ଶାନ୍ତ ସମାଜ ଗଠନ ରେ ସହାୟକ ହେବ: ମୁଖ୍ୟ ଅତିଥି

21-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ବ ବିଦ୍ୟାଳୟ ପକ୍ଷରୁ ଈଶ୍ବରୀୟ ସେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣପୁର ଠାରେ ପଶ୍ଚିମ ଓଡିଶାସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ବ ବିଦ୍ୟାଳୟ,ସୁବର୍ଣ୍ଣପୁର ଶାଖା ପକ୍ଷରୁ ଆୟୋଜିତ ଏହି ସମାବେଶରେ ରାଜଯୋଗିନୀ ବ୍ରହ୍ମାକୁମାରୀ ପାର୍ବତୀ ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ତମ ସମାଜ ଗଠନରେ ସମର୍ପିତ ଭାବନା ଓ କର୍ତ୍ତବ୍ୟ ଆଜିର ଦିନରେ ଅପରିହାର୍ଯ୍ୟ ବୋଲି ଉଦବୋଧନ ଦେଇଛନ୍ତି । ଅନ୍ୟତମ ଅତିଥି ଭାବେ ଓଡିଶା ଲୋକାୟୁକ୍ତ ସଦସ୍ୟ ଡ.ଦେବବ୍ରତ ସ୍ବାଇଁ ସୁଖ,ଶାନ୍ତି ଓ ପରମାର୍ଥିକ ଦିବ୍ୟାନୁଭବ ପାଇବାକୁ ହେଲେ ଈଶ୍ବରୀୟ ଧୂନ୍ କୁ ମନ୍ତ୍ର ଭାବେ ଜପିବାକୁ ହେବ ବୋଲି ଉପସ୍ଥିତ ଦୀକ୍ଷିତଙ୍କୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ରାଜଯୋଗିନୀ ପାର୍ବତୀ ଜୀଙ୍କ ଦ୍ବାରା ସୁବର୍ଣ୍ଣପୁର ଜିଲ୍ଲା ଶାଖାର ସେବା ଓ

ପାଠଶାଳାର ନିଜସ୍ବ କାର୍ଯ୍ୟାଳୟ "ସ୍ବର୍ଣ୍ଣିମ ଭବନ" ଉଦଘାଟିତ ହୋଇଯାଇଛି । ମହାନଦୀ - ତେଲ ନଦୀର ସଂଗମସ୍ଥିତ ପାନ୍ଥଶାଳା ପରିସରରେ ଅନୁଷ୍ଠିତ ସମାବେଶରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।  ଏହି ରକ୍ତ ଦାନ ଶିବିର ରେ ରାଜ୍ୟ ରକ୍ତ ଦାତା ସଂଘ  ର ସଦସ୍ୟ ମନୋଜ ପଣ୍ଡା  ତତ୍ୱାବଧାନ କରିଥିବା ବେଳେ  ମେଡିକାଲ ବ୍ଲଡ଼ ବ୍ୟାଙ୍କ ଟେକନିସିଆନ ସୁବାଷ ପଣ୍ଡା, ଜଗତ ଦରୱାନ ପ୍ରମୁଖ ସହଯୋଗ କରିଥିଲେ l ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସୁବର୍ଣ୍ଣପୁର ଜିଲ୍ଲା ସମେତ ସମ୍ବଲପୁର, ବରଗଡ, ଦେବଗଡ, ଝାରସୁଗୁଡା ,ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାର ବ୍ରହ୍ମକୁମାର ଓ ବ୍ରହ୍ମକୁମାରୀ ମାନେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like