-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଖେଳ

ଟି-୨୦ ଶୃଙ୍ଖଳା: କୋଲକାତାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟସ୍‌ ଜିଣି ଭାରତର ବ୍ୟାଟିଂ ନିଷ୍ପତ୍ତି

21-Nov-2021



କୋଲକାତା: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ଟି-୨୦ ଅନ୍ତର୍ଜାତୀୟ ଶୃଙ୍ଖଳାର ୩ୟ ତଥା ଶେଷ ମ୍ୟାଚ୍‌ ଖେଳାଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଓହ୍ଲାଇଛି। ଟସ୍‌ ଜଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ନ୍ୟୁଜିଲାଣ୍ଡ ବୋଲିଂ ଜାରି ରଖିଛି। ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ଓ ଇଶନ କିଶନ୍‌ ଇନିଂସ ଆରମ୍ଭ କରିଛନ୍ତି।

ତେବେ ଶୃଙ୍ଖଳାର ପ୍ରଥମ ଦୁଇ ମ୍ୟାଚ୍‌କୁ ଜିତିବା ପରେ ଭାରତୀୟ କ୍ରିକେଟ୍‌ ଦଳର ଧ୍ୟାନ ଏବେ ଶୃଙ୍ଖଳା ମୂଳପୋଛ ଉପରେ କେନ୍ଦ୍ରୀଭୂତ ହୋଇଛି। ସେଥିପାଇଁ ଜୟପୁର ଓ ରାଞ୍ଚି ପରେ କୋଲକାତାରେ ମଧ୍ୟ ରୋହିତ ବାହିନୀ ବିଜୟ ବାନା ଉଡ଼ାଇବା ଲକ୍ଷ୍ୟରେ ରହିଛି। ଆଉ ଏହି ଲକ୍ଷ୍ୟ ପୂରଣ ଲାଗି ଟିମ୍‌ ଇଣ୍ଡିଆକୁ ବିଜୟୀ ହେବାକୁ ପଡ଼ିବ। ଏହା କରିପାରିଲେ ଭାରତୀୟ କ୍ରିକେଟ୍‌ ଦଳ ଗୋଟିଏ ଗୁଳିରେ ଦୁଇଟି ଶିକାର କରିବ। ନ୍ୟୁଜିଲାଣ୍ଡ ବିପକ୍ଷରେ ହ୍ୟାଟ୍ରିକ୍‌ ବିଜୟ ସହ ଟେ୍ଵଣ୍ଟି-୨୦ ବିଶ୍ୱକପ୍‌ ପରାଜୟର ପ୍ରତିଶୋଧ ସମୂଳେ ନେଇପାରିବ। ସେହିଭଳି ନୂଆ ପ୍ରଶିକ୍ଷକ ରାହୁଲ ଦ୍ରାବିଡ଼ ଓ ନୂଆ ଅଧିନାୟକ ରୋହିତ ଶର୍ମାଙ୍କ ଯୋଡ଼ି ପ୍ରଥମ ଶୃଙ୍ଖଳାରେ ମୂଳପୋଛ ବିଜୟ ହାସଲ କରିବାର କୀର୍ତ୍ତିମାନ ସ୍ଥାପନ କରିବେ।
ଭାରତ: ରୋହିତ ଶର୍ମା (ଅଧିନାୟକ), ଇଶନ କିଶନ୍‌ (ଓ୍ଵିକେଟ୍‌କିପର), ଭେଙ୍କଟେଶ୍‌ ଆୟର, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ୍‌ ଆୟର, ଋଷଭ ପନ୍ତ, ଅକ୍ଷର ପଟେଲ, ୟୁଝାବନ୍ଦ୍ର ଚହଲ, ଦୀପକ ଚହର, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ

ନ୍ୟୁଜିଲାଣ୍ଡ: ମାର୍ଟିନ ଗପ୍ଟଟଲ, ଡାରେଲ ମିଚେଲ, ମାର୍କ ଚାପମ୍ୟାନ୍‌, ଗ୍ଲେନ୍‌ ଫିଲିପ୍ସ, ଟିମ୍‌ ସେଫର୍ଟ, ଜେମ୍‌ସ ନୀସାମ, ମିଚେଲ ସାଣ୍ଟନର, ଆଦାମ ମିଲନେ, ଟିମ୍‌ ସାଉଦି (ଅଧିନାୟକ), ଈଶ୍‌ ସୋଢୀ, ଟ୍ରେଣ୍ଟ ବୋଲ୍‌ଟ। 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like