-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କୃଷିରେ କୀଟନାଶକର ନିରାପଦ ବ୍ୟବହାର ଉପରେ କର୍ମଶାଳା

21-Nov-2021



ବଲାଙ୍ଗିର(ପ୍ରେରଣା ଖବର) ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଶିକାବେହେଙ୍ଗା ଗ୍ରାମରେ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ଏମ୍‌ଏସ ୍‌ସ୍ୱାମୀନାଥନ ସ୍କୁଲ ଅଫ୍ ଏଗ୍ରୀକଲଚର ପାରଳାଖେମୁଣ୍ଡି କୃଷି ବିଜ୍ଞାନର ଶେଷ ବର୍ଷର ଛାତ୍ର ପ୍ରଜ୍ଜ୍ୱଳ ଭଞ୍ଜ ଭାରତୀୟ କୃଷି ଗବେଷଣା ପରିଷଦ ପ୍ରାୟୋଜିତ ରାୱେ କାର୍ଯ୍ୟକ୍ରମ ମାଧ୍ୟମରେ ଜୈବିକ କୀଟନାଶକ ପ୍ରୟୋଗ ଏବଂ କୃଷିରେ କୀଟନାଶକର ବ୍ୟବହାର ସଂପର୍କରେ ଏକ କର୍ମଶାଳା ମାଧ୍ୟମରେ ଚାଷୀମାନଙ୍କୁ ସଚେତନ କରାଇଥିଲେ । ରାୱେ ର ସହସଂଯୋଜକ ଡ. ଅଶୋକ କୁମାର ଏବଂ ଗାଇଡ ଶିକ୍ଷକ ଦୁର୍ଗାଦତ୍ତ ମେହେର, ସହକାରୀ ପ୍ରଫେସର ଜେନେଟିକ୍ସ ଏବଂ ପ୍ଲାଣ୍ଟ ବ୍ଲିଡିଙ୍ଗ ଙ୍କ ମାର୍ଗଦର୍ଶନରେ ଏହି କର୍ମଶାଳା ଆୟୋଜିତ ହୋଇଥିଲା । ଏହି କର୍ମଶାଳାରେ  ଶସ୍ୟ, ଫଳ, ପନିପରିବା ପାଇଁ କୃଷକମାନେ ଅତ୍ୟଧିକ ବିଷାକ୍ତ ରାସାୟନିକ ପଦାର୍ଥର ବ୍ୟବହାର କରୁଥିôବାରୁ ଆମ ଦେଶରେ ରାସାୟନିକ କୀଟନାଶକ ଔଷଧର କ୍ଷତି ବହୁମାତ୍ରାରେ ବୃଦ୍ଧି ପାଇବା ଫଳରେ ଲୋକମାନେ କର୍କଟ ଭଳି ଭୟଙ୍କର ରୋଗରେ ପିଡିତ ହେବା ଘଟଣା ଦେଖାଯାଉଥିବା ବେଳେ ଏହି ସମସ୍ୟାକୁ ଦୂର କରିବାର ଉପାୟ ଜୈବିକ କୃଷି ମାଧ୍ୟମରେ ଶ୍ରୀ ଭଞ୍ଜ ଚାଷୀମାନଙ୍କୁ ସଚେତନ କରିଥିଲେ । କୃଷିରେ କୀଟନାଶକର ନିରାପଦ ବ୍ୟବହାର ପାଇଁ କଣ କରିବା ଓ କଣ ନ କରିବା ସମ୍ପର୍କରେ ଅବଧାରଣା ଦେଇଥିଲେ ।  ଚାଷୀ ସୁଧାମୟ ପଟେଲ, ନାଏବ ସରପଞ୍ଚ ଅଯୋଧ୍ୟାନନ୍ଦ ପଟେଲ, ଜୟପ୍ରକାଶ ପଟେଲ, ଯୋଗେଶ୍ୱର ନାଏକ, ଦୁଃଖିଶ୍ୟାମ ପଟେଲ, ଗଜେନ୍ଦ୍ର ପଟେଲ ଏବଂ ଗ୍ରାମର ଅନେକ ଚାଷୀ ଏହି କର୍ମଶାଳାରେ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like