-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବନବିଭାଗ ପକ୍ଷରୁ ଚଢାଉ ବିପୁଳ ପରିମାଣର ଶାଗୁଆନ୍ କାଠରେ ନିର୍ମିତ ସମାଗ୍ରୀ ଜବତ

21-Nov-2021



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହର ସବୁ ସମୟରେ ବେଆଇନ କାର୍ଯ୍ୟ କଳାପ ରେ ଚର୍ଚ୍ଚା। କେଉଁ ସ୍ଥାନରେ ନକଲି ପାନ,ଗୁଡାଖୁ,ବିଡି, ସିଗାରେଟ,ଗୁଡଖା ତିଆରି କରାଯାଉଥିବା ଦୃଶ୍ୟ ସାମ୍ନା କୁ ଆସେ ତ କେତେବେଳେ ନକଲି ଔଷଧ ତିଆରି ଘଟଣା ସାମ୍ନା କୁ ଆସେ। କିନ୍ତୁ  ସରକାରୀ ଜମି ଜବରଦଖଲ ରେ ମଧ୍ୟ ଏ ସ୍ଥାନ ପ୍ରସିଦ୍ଧ। ଏଠାରେ ଥିବା ଜଙ୍ଗଲ ଗୁଡିକ ମଧ୍ୟ ସୁରକ୍ଷିତ ନାହିଁ। ଆଗରୁ ରାଜୁ ଜଙ୍ଗଲ ବହୁ ବିଖ୍ୟାତ ଥିଲା ହେଲେ ଆଜି ସେହି ଜଙ୍ଗଲ ମଧ୍ୟ ନଷ୍ଟ ହୋଇଯାଉଛି। ଏଠାରେ ଫନୀଚର କାରବାର ଚାଲିଥିବା ବେଳେ ବନବିଭାଗ ର ନଜର ବହୁ ଦିନରୁ ଥିଲା । କିନ୍ତୁ କଣ୍ଟାବାଞ୍ଜି ରେଞ୍ଜର ଙ୍କ ଅପରାଗତା ଯୋଗୁଁ ସେସବୁ ସଫଳ ହୋଇ ପାରୁନଥିଲା ।  ମଝି ମଝିରେ ଛୋଟ ଛୋଟ କାଠ ବେପାରୀଙ୍କୁ ଧରି   ବାହୋସ୍ପଟ ମାରୁଥିଲେ କଣ୍ଟାବାଞ୍ଜି ବନ ବିଭାଗ।କିନ୍ତୁ ଏବେ ନୂଆ ଡି ଏଫ୍ ଓ ଯୋଗଦେବା ପରେ କାଠ ମାଫିଆ ମାନଙ୍କ ଦୌରାତ୍ମ କମିବାରେ ଲାଗିଛି। ସୂଚନା ଅନୁସାରେ ରବିବାର ସକାଳୁ ଡିଏଫଓଙ୍କ ନିର୍ଦ୍ଦେଶ କର୍ମେ ମୋବାଇଲ ଷ୍ଟାଫ ସହ ଖପ୍ରାଖୋଲ. ପାଟଣାଗଡ଼,ତୁରେକେଲା, ବଲାଙ୍ଗୀର, ସଇଁତଳା, ବନବିଭାଗ ପକ୍ଷରୁ ୪୫ ଜଣିଆ ଟିମ ଗଠନ କରି କଣ୍ଟାବାଞ୍ଜି ସହରର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣର କାଠ ତିଆରି ସାମଗ୍ରୀ ଜବତ କରିଛନ୍ତି। ରେଞ୍ଜର ସାର୍ଦ୍ଧାଦେବ ବନମାଲି କାଠ ମାଫିଆ ଙ୍କ ସହ ସୁସମ୍ପର୍କ ରଖିଥିବା ଯୋଗୁଁ ଏଭଳି ବେଆଇନ କାରବାର ବଢ଼ିଚାଲିଛି ବୋଲି ଜନସାଧାରଣରେ ମତ ପ୍ରକାଶ ପାଇଛି । ଏଥିପ୍ରତି ଜିଲ୍ଲା ଜଙ୍ଗଲ ବିଭାଗ ଅଧିକାରୀ ଦୃଷ୍ଟି ଦେବା ସଙ୍ଗେ ସଙ୍ଗେ କାର୍ଯ୍ୟରତ ଥିବା ରେଞ୍ଜର କୁ ଅନ୍ୟତ୍ର ବଦଳି କରିବା ସହ ଦୋଷୀ ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like