-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କବି ଯଚିନ୍ଦ୍ର ସ୍ଵାଇଁ, "ସାରସ୍ଵତ ସାଧନା ସ୍ଵର୍ଣ୍ଣଶ୍ରୀ ଯୁବ ପ୍ରତିଭା ସମ୍ମାନ ୨୦୨୧" ରେ ସମ୍ଵର୍ଦ୍ଧିତ

22-Nov-2021



ବାଲେଶ୍ଵର/ନୀଳଗିରି:(ପ୍ରେରଣା ଖବର )- ସାରସ୍ଵତ ସାଧନା ସମନ୍ଵୟ ସମିତି, ନୀଳଗିରି, ବାଲେଶ୍ଵର ତରଫରୁ ଆୟୋଜିତ ବାର୍ଷିକ ଉତ୍ସବ, ପତ୍ରିକା ଉନ୍ମୋଚନ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ ମହା ସମାରୋହରେ ପାଳନ ହୋଇଯାଇଛି। ଉକ୍ତ ଉତ୍ସବରେ ନୀଳଗିରିର, ଯୁବ କବି, ଆଦର୍ଶ ଶିକ୍ଷକ, ସୁସଂଗଠକ ଏବଂ ବ୍ୟାସ କବି ସାହିତ୍ୟ ସଂସଦ ର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ କବି ଯଚିନ୍ଦ୍ର ସ୍ଵାଇଁ ଙ୍କୁ ଅନୁଷ୍ଠାନ ତରଫରୁ ମାନ୍ୟବର ସାଂସଦ ବାଲେଶ୍ଵର ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଙ୍କ କର କମଳରେ ସାରସ୍ଵତ ସାଧନା "ସ୍ଵର୍ଣ୍ଣଶ୍ରୀ " ଯୁବ ପ୍ରତିଭା ସମ୍ମାନ ୨୦୨୧ ରେ ସମ୍ଵର୍ଦ୍ଧିତ କରାଯାଇଛି। ବରିଷ୍ଠ କବି ତଥା ବ୍ୟାସ କବି ସାହିତ୍ୟ ସଂସଦ ର ସଭାପତି ଶ୍ରୀଯୁକ୍ତ ବିପିନ ବିହାରୀ ବାରିକ ଙ୍କୁ ସାରସ୍ଵତ ସୌରଭ ସମ୍ମାନ ୨୦୨୧ ପ୍ରଦାନ କରାଯାଇଛି। ଅନୁଷ୍ଠାନ ର ମୁଖ୍ୟ ସମ୍ପାଦିକା ଶ୍ରୀମତୀ ସୁଭାସିନୀ ଜୀ, ସଭାପତି ଶ୍ରୀଯୁକ୍ତ ଦୂର୍ଗା ପ୍ରସାଦ ପରିଡା , ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବ୍ରଜେନ୍ଦ୍ର ନାଥ ଗିରି , ମୁଖ୍ୟ ବକ୍ତା ଡକ୍ଟର ମନ୍ମଥ କୁମାର ପ୍ରଧାନ, ସମ୍ମାନିତ ଅତିଥି ବିନୋଦ ବିହାରୀ ପଣ୍ଡା, ସମ୍ମାନିତ ବକ୍ତା ଅଧ୍ୟାପକ ପ୍ରଦୀପ୍ତ କୁମାର ମିଶ୍ରଙ୍କ ଉପସ୍ଥିତିରେ,

ବାର୍ଷିକ ମୁଖପତ୍ର "ସ୍ଵର୍ଣ୍ଣଶ୍ରୀ" ଉନ୍ନୋଚିତ ହୋଇଥିଲା।ଶ୍ରୀମତୀ ସୁଭାଷିନୀ ଜୀ ଙ୍କ ସାଉଁଟା ସ୍ମୃତି, କବୀ ସରୋଜିନୀ ଦେବୀଙ୍କ ପଶ୍ଚିମ ଦିଗନ୍ତ, କବି ଶିବ ସୁନ୍ଦର ସାହୁଙ୍କ ଥ ଧରିବାର ବେଳ ଆଦି ପୁସ୍ତକ ଉନ୍ମୋଚିତ ହୋଇଥିଲା।
ଦିତୀୟ ଅଧିବେସନରେ ବାମନ ଚରଣ ମହାନ୍ତି ସଭାପତିତ୍ଵ କରିଥିଲେ। ଉକ୍ତ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଇଂ ଅଭୟ ସୁତାର, ମୁଖ୍ୟ ବକ୍ତା ଭାବେ ବିପିନ ବିହାରୀ ବାରିକ, ସମ୍ମାନିତ ବକ୍ତା ଭାବେ ଅଧ୍ୟାପକ ପ୍ରଦୀପ୍ତ ମିଶ୍ର, ସମ୍ମାନିତ ଅତିଥି ଭାବେ ହରମୋହନ କୁଅଁର ଯୋଗ ଦେଇଥିବା ବେଳେ ଅନୁଷ୍ଠାନର ସାରସ୍ଵତ ସମ୍ପାଦକ ଯଚିନ୍ଦ୍ର ସ୍ଵାଇଁ ସଂଯୋଜନା କରିଥିଲେ, ଭଗବାନ ବର୍ଦ୍ଧନ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ  ଶିବ ସୁନ୍ଦର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ। ଦିତୀୟ ଅଧିବେସନରେ ଶତାଧିକ କବି କବିତା ପାଠ କରି ମାନପତ୍ର ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like