-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ସଚେତନତା ରଥକୁ ସବୁଜ ସଙ୍କେତ ଦେଲେ ଡାକ୍ତର ସୈାମ୍ୟରଞ୍ଜନ ଦାସ

22-Nov-2021



ପଦ୍ମପୁର/ପାଇକମାଲ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବୁକୁରାମୁଣ୍ଡା  ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ ନିମନ୍ତେ ସଚେତନତା ରଥର ଶୁଭାରମ୍ଭ ଏଠାକାର କାର୍ଯ୍ୟରତ ଗୋଷ୍ଠୀ ସ୍ୱାସ୍ଥ୍ୟଅଧିକାରୀ ଡାକ୍ତର ସୈାମ୍ୟରଞ୍ଜନ ଦାସ ସବୁଜ ପତାକା ଦେଖାଇ ତାଙ୍କ କରକମଳରେ ପାଇକମାଲ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆରମ୍ଭ କରାଯାଇଛି lଏହି ସଚେତନତା କାର୍ଯ୍ୟକ୍ରମ ତଥା ପରିବାର କଲ୍ୟାଣ ଅସ୍ତ୍ରୋପଚାର କାର୍ଯ୍ୟକ୍ରମ ନଭେମ୍ବର ୨୧ ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଗାଁ ଗାଁ ବୁଲି ପ୍ରଚାର କରି ଜନସାଧାରଣ ଙ୍କୁ ସଚେତନତା ବାର୍ତ୍ତା ଯୋଗାଇବ ବୋଲି ଜନ ସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀମାନ ତୁଷକୁମାର ଚନ୍ଦ୍ରକାର ଆମ ପ୍ରତିନିଧି ଙ୍କ ପ୍ରଶ୍ନ ଉତ୍ତର ରେ ପ୍ରକାଶ କରିଛନ୍ତି lଏହି ଜନହିତକର କାର୍ଯ୍ୟକ୍ରମରେ ପାଇକମାଲ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ର ଡାକ୍ତର ଶ୍ରୀଧର ପ୍ରଧାନ, ବି.ପି.ଏମ ଶ୍ରୀ ରେବତୀ ମୋହନ ଜେନା, ସ୍ୱାସ୍ଥ୍ୟ ପରିଦର୍ଶକ ଚନ୍ଦ୍ରଭାନ ଚନ୍ଦ୍ରକାର,ସତ୍ୟ ଭୂଷଣ ସାହୁ, ଡାକ୍ତର ସଙ୍ଗୀତା ସାହୁ,ସାନୋଜ ଦାସ,ମହିଳା ପରିଦର୍ଶିକା ଶ୍ରୀମତୀ ପାଞ୍ଚାଳୀ ସୁନା, ଜାହ୍ନବୀ କିଶାନ, ମହିଳା ସ୍ବାସ୍ଥ୍ୟକର୍ମୀ ପୂର୍ଣ୍ଣବତୀ ବେହେରା,ଷ୍ଟାପନର୍ସ ସାନିଆ ଦାସ, ଦିବ୍ୟଜ୍ୟୋତି କେର୍କେଟା, ସ୍ବାସ୍ଥ୍ୟକର୍ମୀ ସୁବାଷ ଦେହେରୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like