-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଡ. ଅଟଳ ବିହାରୀ ପଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ପ୍ରସ୍ତୁତି

22-Nov-2021



ବଲାଙ୍ଗିର (ପ୍ରେରଣା ଖବର)- ସ୍ୱର୍ଗତ ଡ. ଅଟଳ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ଆସନ୍ତା ତା.୦୧.୧୨.୨୦୨୧ ତାରିଖ ଦିନ ସନ୍ଧ୍ୟା ୪ଟା ସମୟରେ ମହାସମାରୋହରେ ପାଳନ କରିବା ନିମନ୍ତେ ଅଦ୍ୟ ତା.୨୨.୧୧.୨୦୨୧ ଦିନ ବ୍ରିସ୍କା ଶିକ୍ଷାନୁଷ୍ଠାନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସର୍ବ ଶ୍ରୀ କପିଳେଶ୍ୱର ଖମାରୀ, ପ୍ରଭାକର ମିଶ୍ର, ବ୍ୟାସଦେବ ପୁରୋହିତ, ଲଳିତ ପୂଝାରୀ, ନବଘନ ଦାସ, ବାସୁଦେବ ସା, ରାମ ଦାସ, ଧିରେନ୍ଦ୍ର ପଣ୍ଡା, ସୋମନାଥ ମିଶ୍ର, ଅଶ୍ୱିନୀ, ସୁମି, ଅଭିଷେକ ଦାସ, ମିଲି ବାରିକ, ସୌମ୍ୟ ରଂଜନ ପୁଝାରୀ, ବିରଞ୍ଚି ନାରାୟଣ ମେହେର ଏବଂ ଅନ୍ୟାନ୍ୟ ବୁଦ୍ଧିଜିବୀ ଓ ସାଂସ୍କୃତିକ ଅନୁଷ୍ଠାନର ସଭ୍ୟମାନେ ଉପସ୍ଥିତ ଥିଲେ । ଏହି ଅବସରରେ ସ୍ୱର୍ଗତ ପଣ୍ଡାଙ୍କ ପାଇଁ ଏକ ଉତ୍ସର୍ଗୀକୃତ ଆଲବମ୍ ଅଟଳ ଦା ଅମର ରହେ  ଏବଂ ତାଙ୍କ ରଚିତ “ବାନ୍ଦୁ ଉବାଚ” ପୁସ୍ତକ କୋଶଳ

ସାହିତ୍ୟ ସାଂସ୍କୃତିକ ଏକାଡେମୀ, ସୋନପୁର ଦ୍ୱାରା ପ୍ରକାଶିତ ଉନ୍ମୋଚନ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି । କଳାକାରଙ୍କୁ ଅଟଳ ସମ୍ମାନରେ ସମ୍ମାନିତ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି । ଅଟଳ ସ୍ମୃତି କମିଟି ସଭାପତି ମହିଳା  ସାଂସ୍କୃତିକ ସଂଗଠିକା ସଂଗିତା ଦାଶ ଏବଂ ଆବାହକ ଜୟକୃଷ୍ଣ ମିଶ୍ର ବୈଠକ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like