-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||     

HOME   ଜିଲ୍ଲା

ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କନ୍ଧମାଳ, : ମୁଖ୍ଯମନ୍ତ୍ରୀ ବାଣ୍ଟିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ

22-Nov-2021



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି । ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବା ସହ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟକାର୍ଡ । ପରେ ପରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ । ବିଜୁ ସ୍ମାର୍ଟ କାର୍ଡ ବ୍ୟତୀତ  ମୁଖ୍ୟମନ୍ତ୍ରୀ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତିର ୧୮୯ଟି ପ୍ରକଳ୍ପ(୧୧ କୋଟି ୫୦ ଲକ୍ଷ ଟଙ୍କା), ରାସ୍ତା, କୋଠାବାଡି ଓ ସେତୁ ପାଇଁ ୩୪ଟି ପ୍ରକଳ୍ପ(୧୩୯ କୋଟି ଟଙ୍କା), ସ୍ୱାସ୍ଥ୍ୟ ସେବା ଓ ବିଦ୍ୟୁତ ଭିତ୍ତିଭୂମି ବିକାଶ ପାଇଁ ୪୪ କୋଟି ୮୧ ଲକ୍ଷ ଟଙ୍କାର ୨ଟି ପ୍ରକଳ୍ପ, ୪୮ ଲକ୍ଷ ଟଙ୍କା ମୂଲ୍ୟର ଦୁଇଟି ଜଳସେଚନ ପ୍ରକଳ୍ପ ଉଦଘାଟନ କରିଛନ୍ତି l ଯାହା ଦ୍ୱାରା କି ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ ।ସେହିପରି ମୁଖ୍ୟମନ୍ତ୍ରୀ ଉଦବୋଧନ ପ୍ରଦାନ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଭଳି ଏକ ଜନମଙ୍ଗଳକାରୀ କାର୍ଡକୁ ସାଧାରଣ ଲୋକଙ୍କ ସେବାରେ ନିୟୋଜିତ କରିଥିବା ଯୋଜନାର ସଫଳ ରୂପାୟନ ବିଷୟରେ ବାର୍ତ୍ତା ରଖିଥିଲେ ମୁଖ୍ୟମନ୍ତ୍ରୀ । କନ୍ଧମାଳ ଜିଲ୍ଲା ଆଗାମୀ ଦିନରେ ଏକ ପ୍ରଗତିଶୀଳ ଜିଲ୍ଲାରେ ପରିଣତ ହେବ ।

ସାଧାରଣ ଲୋକଙ୍କ ଜୀବନଯାପନ ପକ୍ରିୟାରେ ପରିବର୍ତ୍ତନ ହୋଇଛି । କନ୍ଧମାଳ ହଳଦୀ ସମଗ୍ର ବିଶ୍ୱରେ ପରିଚୟକୁ ପ୍ରତିପାଦିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକୀରୀ ସଭିଏଁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡରେ ଚିକିତ୍ସା ହୋଇପାରିବେ । ସାଧାରଣ ଗରିବୀ ଲୋକଟିଏ ଯେପରି ଉନ୍ନତ ଚିକିତ୍ସା ପାଇ ପାରିବ, ତାହା ହିଁ ସରକାରର ମୁଖ୍ୟ ଲକ୍ଷ୍ୟ । ସ୍ୱାସ୍ଥ୍ୟ ପାଇଁ ଜମି, ଅଳଙ୍କାର ଆଦି ବିକ୍ରୟ କରିବାକୁ ପଡ଼ୁଥିଲା । ତାହା ମୁଖ୍ୟମନ୍ତ୍ରୀଙ୍କୁ ବ୍ୟଥିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ଏଭଳି ଏକ

ଅଭିନବ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ସରକାର ପହଁଚାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ମଞ୍ଚରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଓ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ, ଫୁଲବାଣୀ ବିଧାୟକ ଅଙ୍ଗଦ କଅଁର ଏବଂ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ରହିବା ସହ ସାଧାରଣ ଲୋକଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ସେପଟେ  ସୁରକ୍ଷାକୁ ନଜରରେ ରଖି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026

You Might Also Like