-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ଜିଲ୍ଲା

ଅଟୋ ଭିତରେ ଛୁଆ ପ୍ରସବ ଘଟଣାରେ ଆଜି କରୁଣା ଟ୍ରଷ୍ଟ ଏକ ଟିମ ପହଂଚି ସର୍ଜମିନ ତଦନ୍ତ ଆରମ୍ଭ । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ। କାର୍ଯ୍ୟାନୁଷ୍ଠାନ କେବେ ?

22-Nov-2021



ବେଗୁନିଆପଡା(ଉମା ମହାରଣା) : -ଗଞ୍ଜାମ ବେଗୁନିଆପଡ଼ା ବ୍ଲକ  ରାହାଡା ମେଡିକାଲରେ ଡାକ୍ତର ଙ୍କ ଅବହେଳାରୁ ଅଟୋ ଭିତରେ ଛୁଆ ପ୍ରସବ ଘଟଣାରେ ଆଜି କରୁଣା ଟ୍ରଷ୍ଟର ଏକ ଟିମ ରାହାଡା ମେଡିକାଲରେ ପହଂଚି ସର୍ଜମିନ ତଦନ୍ତ ଆରମ୍ଭ କରିଛି। ଗତ ବୁଧବାର ଦିନ ରାତି ଗୋଟାଏ ସମୟରେ ଝୁନୁ ସେଠି ନାମକ ଜଣେ ପ୍ରସୂତି ରାତିରେ ମେଡିକାଲ କୁ ଆସି ଡାକ୍ତରଙ୍କୁ ଡାକି ଡାକି ନୟାନ୍ତ ହେବା ସହ ଡାକ୍ତର କବାଟ ଖୋଲି ନଥିଲେ। ଶେଷରେ ସେ ଅଟୋ ଭିତରେ ଛୁଆ ପ୍ରସବ କରିଥିଲେ ।  ଘଟଣା କୁ ଗଞ୍ଜାମ ସ୍ବାସ୍ଥ୍ୟ ବିଭାଗ ଗୁରୁତର ନେବା ସହ କାରଣ ଦର୍ଶାଅ ନୋଟିସ ପଠାଇ, ତଦନ୍ତ କରିବା ଲାଗି ଏକ ଟିମ ଗଠନ କରିଛି କିନ୍ତୁ ସ୍ୱାସ୍ଥ୍ୟ ବିଭାଗ ଟିମ ଆସିନାହିଁ। ମେଡିକାଲରେ କରୁଣା ଟ୍ରଷ୍ଟ  ମୁଖ୍ୟ ହରେକୃଷ୍ଣ ପ୍ରହରାଜ ଅଟୋ ଭିତରେ ପ୍ରସବ ହୋଇଥିବା କଥା ତଦନ୍ତରୁ ଜଣାପଡିଥିବା କହିଛନ୍ତି।ଓ ରାତିରେ ଆୟୁଷ ଡାକ୍ତର ଚାବି ଦେଇନଥିବା କଥା ମଧ୍ୟ ଜାଣିଥିଲେ।ଓ ଡାକ୍ତରଙ୍କ ଅବହେଳା ବୋଲି ମଧ୍ୟ ସ୍ୱୀକାର କରିଛନ୍ତି। ସମ୍ପୂର୍ଣ ତଦନ୍ତ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିବା ସହ ଆଗରୁ ଏହି ମେଡିକାଲ ଉପରେ ବହୁ ଅଭିଯୋଗ ଆସିଥିବା କଥା ସ୍ଵୀକାର କରିବା ସହ ପ୍ରସବ ପାଇଁ ଆସିଥିବା ମହିଳାଙ୍କ ନିକଟକୁ ଯାଇ ତାଙ୍କ ବୟାନ ଆଣିଛନ୍ତି। ଏହା ପରେ ଗଞ୍ଜାମ ସିଡିଏମଓ ଙ୍କ ନିର୍ଦ୍ଦେଶ ରେ ଆଉ ଏକ ଟିମ ଆସିବେ ବୋଲି ଜଣା ପଡିଛି। ଏହି ମେଡିକାଲ ଟି କରୁଣା ଟ୍ରଷ୍ଟ ଦ୍ୱାରା ପରିଚାଳିତ ହେଉଥିବା ବେଳେ ରୋଗୀ ମାନେ ଏଠାରୁ ମୁହଁ ଫେରାଉଥିବା ଜଣାପଡିଛି।ଏଣୁ ଅବହେଳା କରିଥିବା ଡାକ୍ତରଙ୍କ ଉପରେ ବିଭାଗ ଓ ଟ୍ରଷ୍ଟ କି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like